ନୂଆଦିଲ୍ଲୀ: ଗତ ଚାରି ବର୍ଷ ମଧ୍ୟରେ ୨,୪୦୭ ବିଦେଶୀ ନାଗରିକଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରାଯାଇଛି। କେନ୍ଦ୍ର ସରକାର ଆଜିଏହା କହିଛନ୍ତି। ୨,୪୦୭ ମଧ୍ୟରୁ ପାକିସ୍ତାନରୁ ସର୍ବାଧିକ ୨୧୨୦ ଜଣ, ଆଫଗାନିସ୍ତାନରୁ ୧୮୮ ଏବଂ ବାଂଲାଦେଶରୁ ୯୯ ଜଣ ରହିଛନ୍ତି। କେନ୍ଦ୍ର ଗୃହ ରାଜ୍ୟ ମନ୍ତ୍ରୀ ନିତ୍ୟାନନ୍ଦ ରୟ ରାଜ୍ୟସଭାକୁ ଏହା କହିଛନ୍ତି। ୨୦୧୭ ରୁ ୧୭ ସେପ୍ଟେମ୍ବର ୨୦୨୦ ପର୍ଯ୍ୟନ୍ତ ମୋଟ ୨୭୨୯ ଜଣଙ୍କୁ ଭାରତର ନାଗରିକତ୍ୱ ପ୍ରଦାନ କରାଯାଇଛି ବୋଲି ସେ କହିଛନ୍ତି।
ସେହିଭଳି ଆମେରିକାର ୬୦, ଶ୍ରୀଲଙ୍କାର ୫୮, ନେପାଳର ୩୧, ବ୍ରିଟିଶର ୨୦, ମାଲେସିଆର ୧୯, କାନାଡାର ୧୪ ଏବଂ ସିଙ୍ଗାପୁରର ୧୩ ଜଣଙ୍କୁ ସମାନ ସମୟରେ ଭାରତୀୟ ନାଗରିକତ୍ୱ ପ୍ରଦାନ କରାଯାଇଛି।
ସୂଚନାଯୋଗ୍ୟ, ଗତ ବର୍ଷ ନାଗରିକତ୍ୱ ସଂଶୋଧନ ଅଧିନିୟମ ଲାଗୁ ହେବା ପରେ ପାକିସ୍ତାନ ସମେତ ଅନ୍ୟ ଦେଶରେ ନିର୍ଯାତିତ ସଂଖ୍ୟାଲଘୁଙ୍କୁ ଭାରତରେ ନାଗରିକତ୍ୱ ଦିଆଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।