ହାଇଦ୍ରାବାଦ: ଆଜି ସକାଳେ ତେଲେଙ୍ଗାନାର କଚେଗୁଡ଼ା ଷ୍ଟେସନରେ ଦୁଇ ଟ୍ରେନ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏଥିରେ ୧୨ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ପ୍ରାରମ୍ଭିକ ସୂଚନା ରହିଛି। ଏ ନେଇ ସାଉଥ ସେଣ୍ଚ୍ରାଲ ରେଳ(ଏସସିଆର) ଅଧିକାରୀ ସୂଚନା ଦେଇଛନ୍ତି। ହାଇଦ୍ରାବାଦ ଏମଏମଟିଏସ୍ ଓ ଇଣ୍ଟରସିଟି ଏକ୍ସପ୍ରେସ ମଧ୍ୟରେ ଏହି ଧକ୍କା ହୋଇଛି।
Hyderabad: Two trains have collided at Kacheguda Railway Station. More details awaited. #Telangana pic.twitter.com/tr5GCvfKke
— ANI (@ANI) November 11, 2019
ଦୁଇଟି ଯାକ ଟ୍ରେନ ଧୀର ଗତିରେ ଯାଉଥିବା ବେଳେ ଏଭଳି ଦୁର୍ଘଟଣା ଘଟିଛି ବୋଲି ସୂଚନା ରହିଛି। ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ ଏବଂ ରେଳବାଇ ପୁଲିସ ପହଞ୍ଚି ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।