ନୂଆଦିଲ୍ଲୀ: ଆଜି ସବୁ ଆଶା ଓ ଆଶଙ୍କାର ଅନ୍ତ ଘଟିବ। ନିର୍ବାଚନରେ ଥିବା ହାର ଜିତ୍ର ଦ୍ୱନ୍ଦ ଶେଷ ହେବ। କାରଣ ଆଉ କିଛି ଘଣ୍ଟା ପରେ ନିର୍ବାଚନ ଫଳାଫଳ ସାମ୍ନାକୁ ଆସିବ। ଏଥିପାଇଁ ନେତାମାନଙ୍କ ଛାତି ଧଡ୍ ଧଡ୍ ହେବାରେ ଲାଗିଛି । କାରଣ କ୍ଷମତାକୁ ଆସିବାକୁ ସମସ୍ତଙ୍କର ଇଚ୍ଛା ରହିଛି। ତେଣୁ ରେଜଲ୍ଟ ଆସିବା ପୂର୍ବରୁ ନେତାମାନେ ମନ୍ଦିର ଦର୍ଶନ କରି ଭଗବାନଙ୍କ ଆଶିର୍ବାଦ ଲୋଡିଛନ୍ତି। ଏଥିସହ ବିଜେପି ପକ୍ଷରୁ ଦିଲ୍ଲୀ ବିଜେପି ମୁଖ୍ୟ କାର୍ଯ୍ୟାଳୟ ବାହାରେ ହୋମ ଯଜ୍ଞ ଚାଲିଛି।
ଏହି ହୋମ ଯଜ୍ଞ ସକାଳୁ ଆରମ୍ଭ ହୋଇଯାଇଛି। କେତେ ସମୟ ଧରି ଏହି ଯଜ୍ଞ ଚାଲିବ କିଛି ଠିକ୍ ନାହିଁ।
ତେବେ ମୋଦି ବହୁମତରେ ଜିତିବେ। ଏବଂ ଏହି ହୋମ ଯଜ୍ଞ ଦ୍ୱାରା ଭଗବାନ୍ଙ୍କ ଆଶିର୍ବାଦ ମିଳିବ ବୋଲି କହିଛି ବିଜେପି।
https://www.youtube.com/watch?v=8iCbsvkAiRM
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।
Politics
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା, କହିଲେ ଏମିତି କଥା
ମୋଦି ଦାବି କରିଛନ୍ତି ଯେ ବାବା ସାହେବ ଆମ୍ବେଦକର ଭାରତର ଜଳ ସଂରକ୍ଷଣ ନୀତିକୁ ଉପଯୁକ୍ତ ରୂପ ଦେବାକୁ ଚେଷ୍ଟା କରୁଥିବା ବେଳେ କଂଗ୍ରେସ ନିୟମିତ ଭାବେ ତାଙ୍କ ଅବଦାନକୁ ଅଣଦେଖା କରି ଆସୁଥିଲା।