ନ୍ୟୁୟର୍କ: ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲାଙ୍କ ପୁଅ ଜୈନଙ୍କର ପରଲୋକ ହୋଇଯାଇଛି। ସୋମବାର ସକାଳେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ମାଇକ୍ରୋସଫ୍ଟ ପକ୍ଷରୁ କୁହାଯାଇଛି। ମୃତ୍ୟୁ ବେଳକୁ ଜୈନଙ୍କୁ ମାତ୍ର ୨୬ ବର୍ଷ ହୋଇଥିଲା। ଜୈନ ଜନ୍ମରୁ cerebral palsy ବା ମସ୍ତିଷ୍କ ପକ୍ଷାଘାତରେ ପୀଡ଼ିତ ଥିଲେ।
ସତ୍ୟ ନାଡେଲା ୨୦୧୪ରେ ମାଇକ୍ରୋସଫ୍ଟର ସିଇଓ ହୋଇଥିଲେ। ସେ ସିଇଓ ହେବା ପରେ ଦିବ୍ୟାଙ୍ଗମାନେ ସହଜରେ ବ୍ୟବହାର କରିପାରିବା ଭଳି ପ୍ରଡକ୍ଟ ଡିଜାଇନ କରିବା ଉପରେ ଗୁରୁତ୍ୱ ଦେଇଥିଲେ। ଏହା ସହିତ ଜୈନଙ୍କ ଲାଳନପାଳନରୁ ସେ ଶିଖିଥିବା ସମସ୍ତ କଥାକୁ ଅନ୍ୟମାନଙ୍କ ସହିତ ବାଣ୍ଟୁଥିଲେ।
ଜୈନଙ୍କ ମୃତ୍ୟୁରେ ମାଇକ୍ରୋସଫ୍ଟ ପକ୍ଷରୁ ଏହାର ସମସ୍ତ କର୍ମଚାରୀଙ୍କୁ ସିଇଓ ସତ୍ୟ ନାଡେଲାଙ୍କ ସହିତ ଛିଡ଼ା ହେବାକୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୪ ଛୁଆ ଜନ୍ମ କରିବାକୁ ବ୍ରାହ୍ମଣ ଦମ୍ପତିଙ୍କୁ ଅଫର!
ସନାତନ ଧର୍ମକୁ ରକ୍ଷା କରିବାକୁ ହେଲେ ବ୍ରାହ୍ମଣ ଦମ୍ପତିଙ୍କୁ ୪ଟି ଲେଖାଏଁ ଛୁଆ ଜନ୍ମ କରିବା ବାଧ୍ୟତାମୂଳକ ବୋଲି କହିଛନ୍ତି 'ପର୍ଶୁରାମ କଲ୍ୟାଣ ବୋର୍ଡ'ର ଅଧ୍ୟକ୍ଷ। ମଧ୍ୟପ୍ରଦେଶରେ ବ୍ରାହ୍ମଣ ସମାଜ ସଂଗଠନ 'ପର୍ଶୁରାମ କଲ୍ୟାଣ ବୋର୍ଡ' ରାଜ୍ୟ ସରକାରଙ୍କ ଏକ ପ୍ରମୁଖ ବୋର୍ଡ।
National
୧୫ ତାରିଖରେ ହେବାକୁ ଥିବା UGC-NET ପରୀକ୍ଷା ସ୍ଥଗିତ
ପୋଙ୍ଗଲ, ମକର ସଂକ୍ରାନ୍ତି ଏବଂ ଅନ୍ୟାନ୍ୟ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ନେଟ୍ ପରୀକ୍ଷା ସ୍ଥଗିତ ରଖାଯାଇଛି। ଖୁବଶୀଘ୍ର ନୂଆ ତାରିଖ ଘୋଷଣା କରାଯିବ।
Politics
ଆପ୍ ଉପରେ ବର୍ଷିଲେ ରାହୁଲ, କହିଲେ ମୋଦି-କେଜ୍ରିୱାଲ ସମାନ
ଦିଲ୍ଲୀ ନିର୍ବାଚନ ପାଇଁ ପ୍ରଚାରବେଳେ କେଜ୍ରିୱାଲଙ୍କୁ ଟାର୍ଗେଟ କଲେ ରାହୁଲ। ପ୍ରଧାନମନ୍ତ୍ରୀ ମୋଦି ଓ କେଜ୍ରିୱାଲ ଉଭୟ କେବଳ ମିଛ ପ୍ରତିଶ୍ରୁତି ଦିଅନ୍ତି ବୋଲି କହିଲେ।
Events & Festivals
ମହାକୁମ୍ଭର ଶୁଭାରମ୍ଭ: ଦିନକରେ ଦେଢ଼ କୋଟିରୁ ଅଧିକ ଶ୍ରଦ୍ଧାଳୁଙ୍କ ଅମୃତ ସ୍ନାନ
ଖାଲି ସନାତନୀ ହିନ୍ଦୁ ନୁହଁନ୍ତି, ବହୁ ବିଦେଶୀ ମଧ୍ୟ ସଂଗମରେ ସ୍ନାନ କରି ପାଇଛନ୍ତି ଅନନ୍ୟ ଅନୁଭବ। ଖାତିର ନଥିଲା ହାଡ଼ଭଙ୍ଗା ଶୀତ ରାତିକୁ, ଖାତିର ନଥିଲା ମାଇଲ ମାଇଲ ବାଟ ଚାଲିବାର ପାଦ ଯନ୍ତ୍ରଣାକୁ।
Crime
ଖାଇବା ନେଇ ଆସିଥିଲେ ବାପା ମାଆ, ଦେଖିଲେ ହଷ୍ଟେଲରେ ଝୁଲୁଛି ପୁଅର ମୃତଦେହ
ଖଡ଼ଗପୁର ଆଇଆଇଟିରେ ଛାତ୍ର ଆତ୍ମହତ୍ୟା। ହଷ୍ଟେଲରେ ପୁଅକୁ ଭେଟିବାକୁ ଯାଇଥିବାବେଳେ ମୃତଦେହ ଝୁଲୁଥିବା ଦେଖିଲେ ବାପା ମାଆ।