ଜଳିଗଲା ସେନା ବିମାନ C-130, ୪୦ ଗୁରୁତର

ନୂଆଦିଲ୍ଲୀ: ଫିଲିପାଇନ୍ସରେ ଏକ ବଡ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦକ୍ଷିଣ ଫିଲିପାଇନ୍ସ ଅବତରଣ କରିବା ସମୟରେ ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ଜଳିଯାଇଛି । ତେବେ ଜଳୁଥିବା ବିମାନର ଧ୍ୱଂସାବଶେଷରୁ ୪୦ ଜଣଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ସୈନିକଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେବି ଉଦ୍ଧାର କାର‌୍ୟ୍ୟ ଜାରି ରହିଛି। ଏହି ବିମାନରେ ମୋଟ ୮୫ ଜଣ ସେନା ଥିଲେ । C-130 ସାମରିକ ବିମାନ ସୁଲୁ ପ୍ରଦେଶର ଜୋଲୋ ଦ୍ୱୀପରେ […]

military-plane crash

military-plane crash

Madhupriya Mistry
  • Published: Sunday, 04 July 2021
  • Updated: 04 July 2021, 12:06 PM IST

Sports

Latest News

ନୂଆଦିଲ୍ଲୀ: ଫିଲିପାଇନ୍ସରେ ଏକ ବଡ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦକ୍ଷିଣ ଫିଲିପାଇନ୍ସ ଅବତରଣ କରିବା ସମୟରେ ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ଜଳିଯାଇଛି । ତେବେ ଜଳୁଥିବା ବିମାନର ଧ୍ୱଂସାବଶେଷରୁ ୪୦ ଜଣଙ୍କୁ ଉଦ୍ଧାର କରାଯାଇଛି।

ଉଦ୍ଧାର ସୈନିକଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେବି ଉଦ୍ଧାର କାର‌୍ୟ୍ୟ ଜାରି ରହିଛି। ଏହି ବିମାନରେ ମୋଟ ୮୫ ଜଣ ସେନା ଥିଲେ । C-130 ସାମରିକ ବିମାନ ସୁଲୁ ପ୍ରଦେଶର ଜୋଲୋ ଦ୍ୱୀପରେ ଅବତରଣ କରିବାକୁ ଚେଷ୍ଟା କରୁଥିଲା । ଏହି ସମୟରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ଫିଲିପାଇନ୍ସର ସାମରିକ ମୁଖ୍ୟ କହିଛନ୍ତି ଯେ ବିମାନର ଧ୍ୱଂସାବଶେଷରୁ ଅତି କମରେ ୪୦ ଜଣଙ୍କୁ ଉଦ୍ଧାର କରାଯାଇଛି। ଯେପରି ଅଧିକରୁ ଅଧିକ ସେନାଙ୍କ ଜୀବନ ରକ୍ଷା କରାଯାଇପାରିବ ସେଥିପାଇଁ ଆମେ ଚେଷ୍ଟା କରୁଛୁ। ତେବେ ଏହି ଦୁର୍ଘଟଣା କେତେ ଜଣଙ୍କ ମୃତ୍ୟୁ ହୋଇଛି, ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ ।

https://twitter.com/AlertsPea/status/1411556461365194754?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story