୧୦ରୁ ଅଧିକ ଛୁଆ ଜନ୍ମ କଲେ ମିଳିବ ୧୦ ଲକ୍ଷରୁ ଅଧିକ ଟଙ୍କା, ଅଫର ଦେଲେ ପୁଟିନ୍

ମସ୍କୋ:୧୦ରୁ ଅଧିକ ଛୁଆ ଜନ୍ମ କଲେ ମିଳିବ ଅର୍ଥ ପୁରସ୍କାର। ଅଳ୍ପସ୍ୱଳ୍ପ ନୁହଁ ମୋଟା ଅଙ୍କର ମିଳିବ ଅର୍ଥ। ରୁଷର ମହିଳାମାନଙ୍କୁ ଏମିତି କିଛି ଲୋଭନୀୟ ଅଫର ଦେଇଛନ୍ତି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌। ରୁଷରେ ଜନସଂଖ୍ୟା ବୃଦ୍ଧି ପାଇଁ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି ରାଷ୍ଟ୍ରପତି ପୁଟିନ। ଜଣେ ମହିଳା ୧୦ରୁ ଅଧିକ ଛୁଆ ଜନ୍ମ କଲେ ରୁଷ ମୁଦ୍ରାରେ £13,500  ମିଳିବ। ଯାହା ଭାରତୀୟ ମୁଦ୍ରାରେ ୧୨,୯୪,୫୮୪,୨୬ ଟଙ୍କା ଅର୍ଥାତ ୧ ମିଲିଅନ ୨୯୪ ଟଙ୍କା। […]

Putin

Putin

Tapas Behera
  • Published: Thursday, 18 August 2022
  • Updated: 18 August 2022, 11:46 AM IST

Sports

Latest News

ମସ୍କୋ:୧୦ରୁ ଅଧିକ ଛୁଆ ଜନ୍ମ କଲେ ମିଳିବ ଅର୍ଥ ପୁରସ୍କାର। ଅଳ୍ପସ୍ୱଳ୍ପ ନୁହଁ ମୋଟା ଅଙ୍କର ମିଳିବ ଅର୍ଥ। ରୁଷର ମହିଳାମାନଙ୍କୁ ଏମିତି କିଛି ଲୋଭନୀୟ ଅଫର ଦେଇଛନ୍ତି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌। ରୁଷରେ ଜନସଂଖ୍ୟା ବୃଦ୍ଧି ପାଇଁ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି ରାଷ୍ଟ୍ରପତି ପୁଟିନ। ଜଣେ ମହିଳା ୧୦ରୁ ଅଧିକ ଛୁଆ ଜନ୍ମ କଲେ ରୁଷ ମୁଦ୍ରାରେ £13,500  ମିଳିବ। ଯାହା ଭାରତୀୟ ମୁଦ୍ରାରେ ୧୨,୯୪,୫୮୪,୨୬ ଟଙ୍କା ଅର୍ଥାତ ୧ ମିଲିଅନ ୨୯୪ ଟଙ୍କା।  କୋଭିଡ୍‌ ମହାମାରୀ ଓ ରୁଷ ୟୁକ୍ରେନ୍ ଯୁଦ୍ଧରେ ଲକ୍ଷାଧିକ ଲୋକ ପ୍ରାଶ ହାରାଇବା ପରେ ରୁଷରେ ଉଦବେଗଜନକ ଭାବେ ଜନସଂଖ୍ୟା ହ୍ରାସ ପାଇଛି। ଦେଶରେ ଜନସଂଖ୍ୟା ହ୍ରାସ ପାଉଥିବାରୁ ସରକାରଙ୍କ ଚିନ୍ତାର କାରଣ ପାଲଟିଛି।

ତେଣୁ ଦେଶରେ ଜନସଂଖ୍ୟା ଠିକ୍‌ କରିବାକୁ  ଉପରୋକ୍ତ ଯୋଜନାକୁ ଆପଣେଇବାକରୁ ପଡ଼ିଛି। ଏ ସମ୍ପର୍କରେ ରୁଷ ରାଜନୀତି ଏବଂ ସୁରକ୍ଷା ବିଷେଶଜ୍ଞ ଡ.ଜେନ୍ନି ମମେର୍ଥସ ସୂଚନା ଦେଇଛନ୍ତି। ନୂଆ ସ୍ମିମରେ ମାମାନଙ୍କୁ ‘ମଦେର ହିରୋଇନ’ ସମ୍ବୋଧିତ କରାଯିବ । ଚଳିତ ବର୍ଷ ମାର୍ଚ୍ଚ ମାସରେ କୋଭିଡ୍‌ କାରଣରୁ ରୁଷରେ ଅଧିକ ଳୋକେ  ପ୍ରାଣ ହରାଇଥିଲେ।  ସେହିପରି ୟୁକ୍ରେନ୍ ଯୁଦ୍ଧରେ ପ୍ରାୟ ୫୦,୦୦୦ ସୈନ୍ୟ ପ୍ରାଣ ହାରାଇଛନ୍ତି।

ତେଣୁ  ଏହି କ୍ଷତିର ଭରଣା ପାଇଁ ରୁଷ ସରକାର  ଅଭିନବ ଯୋଜନା ପ୍ରଣୟନ କରିଛନ୍ତି । ସେହିପରି ରୁଷରେ ପରିବାର ବଡ଼ ସେମାନେ ଅଧିକ ଦେଶପ୍ରେମୀ ବୋଲି ପୁଟିନ କହିଛନ୍ତି । ସୋଭିଏତ ଏରାକୁ ଫେରାଇ ଆଣିବାକୁ ପୁଟିନ ସରକାରଙ୍କ ଲକ୍ଷ। ଯେ‌ଉଁ ମଳିଳାମାନେ ୧୦ରୁ ଅଧିକ ଛୁଆ ଜନ୍ମ କରିବେ ସେମାନଙ୍କୁ ମଦେର ହିରୋଇନ୍‌ ଆଖ୍ୟା ଦିଆଯିବ ବୋଲି ସେ କହିଛନ୍ତି। ଜେନ୍ନି ମମେର୍ଥସ ଆହୁରି କହିଛନ୍ତି ଯେ,  ୧୯୯୦ ପରଠାରୁ ରୁଷ ଜନସଂଖ୍ୟା ସଙ୍କଟ ଦେଇ ଗତି କରୁଛି। ଏହା ପରେ ୨୦୧୯ରେ ଆସିଥିବା  କୋଭିଡ୍‌ ମହାମାରୀ ଦେଶ ପାଇଁ ବଡ଼  ବିପଦ ସାଜିଥିଲା। ମହାମାରୀରେ ଲକ୍ଷାଧିକ ଲୋକ ପ୍ରାଣ ହରାଥିବା ବେଳେ ୟୁକ୍ରେନ ଯୁଦ୍ଧ ସଙ୍କଟ ଏହି ସମସ୍ୟାକୁ ଅଧିକ ତୀବ୍ର କରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story