ବାହାର ରାଷ୍ଟ୍ରଗୁଡ଼ିକୁ ପୁଟିନଙ୍କ ଧମକ, ହସ୍ତକ୍ଷେପ କଲେ ପରିଣାମ ଭୋଗିବ

ମସ୍କୋ: ୟୁକ୍ରେନ ବିରୋଧରେ ଯୁଦ୍ଧ ଘୋଷଣା କରିଛି ରୁଷ। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସାମରିକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେବା ସହ ପଶ୍ଚିମ ଦେଶଗୁଡ଼ିକୁ ଖୋଲାଖୋଲି ଧମକ ଦେଇଛନ୍ତି। ଯଦି କୌଣସି ବାହାର ରାଷ୍ଟ୍ର ୟୁକ୍ରେନ ଓ ରୁଷ ବିବାଦ ମଧ୍ୟରେ ପଶିବ, ତା’ହେଲେ ଏହାର ପରିଣାମ ଭୟଙ୍କର ହେବ ବୋଲି ସେ କହିଛନ୍ତି। ପୁଟିନ କହିଛନ୍ତି, ମସ୍କୋ କେବେ ହେଲେ ୟୁକ୍ରେନକୁ ଦଖଲ କରିବାକୁ ଚାହୁଁନାହିଁ। ୟୁକ୍ରେନ ପଟୁ ବଢ଼ୁଥିବା ଧମକର ଉଚିତ ଜବାବ ଓ […]

Putin

Putin

Hemant Lenka
  • Published: Thursday, 24 February 2022
  • Updated: 24 February 2022, 01:08 PM IST

Sports

Latest News

ମସ୍କୋ: ୟୁକ୍ରେନ ବିରୋଧରେ ଯୁଦ୍ଧ ଘୋଷଣା କରିଛି ରୁଷ। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସାମରିକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେବା ସହ ପଶ୍ଚିମ ଦେଶଗୁଡ଼ିକୁ ଖୋଲାଖୋଲି ଧମକ ଦେଇଛନ୍ତି। ଯଦି କୌଣସି ବାହାର ରାଷ୍ଟ୍ର ୟୁକ୍ରେନ ଓ ରୁଷ ବିବାଦ ମଧ୍ୟରେ ପଶିବ, ତା’ହେଲେ ଏହାର ପରିଣାମ ଭୟଙ୍କର ହେବ ବୋଲି ସେ କହିଛନ୍ତି।

ପୁଟିନ କହିଛନ୍ତି, ମସ୍କୋ କେବେ ହେଲେ ୟୁକ୍ରେନକୁ ଦଖଲ କରିବାକୁ ଚାହୁଁନାହିଁ। ୟୁକ୍ରେନ ପଟୁ ବଢ଼ୁଥିବା ଧମକର ଉଚିତ ଜବାବ ଓ କିଭ୍‌ କରୁଥିବା ସାମରିକ ପଦକ୍ଷେପର ମୂଳପୋଛ କରିବାକୁ ଏପରି ପଦକ୍ଷେପ ନିଆଯାଉଛି। ଏଥପାଇଁ ଆମେ ମିଲିଟାରୀ ଅପରେସନର ନିଷ୍ପତ୍ତି ନେଇଛୁ। ଏବେ ସୀମାରେ ୟୁକ୍ରେନ ଓ ରୁଷ ଯବାନଙ୍କ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଯାଇଛି। ତେଣୁ ସୁରକ୍ଷା ଚାହୁଁଥିଲେ ୟୁକ୍ରେନ ସୈନ୍ୟମାନେ ଆତ୍ମସମର୍ପଣ କରନ୍ତୁ ବୋଲି ସେ କହିଛନ୍ତି।

ଏଥିସହ ସେ ବାହାର ରାଷ୍ଟ୍ରଗୁଡ଼ିକୁ ଏଥିରେ ହସ୍ତକ୍ଷେପ ନ କରିବାକୁ କହିଛନ୍ତି। ପୁଟିନ କହିଛନ୍ତି, ଯଦି କେହି ଏହି ବିବାଦ ଭିତରେ ହସ୍ତକ୍ଷେପ କରିବେ, ତା’ହେଲେ ସେମାନଙ୍କୁ ଏହାର ପରିଣାମ ଭୋଗିବାକୁ ପଡ଼ିବ। ଇତିହାସରେ କେହି କେବେ ଯାହା ସମ୍ମୁଖୀନ ହୋଇ ନଥିବେ, ଏବେ ସେମାନଙ୍କୁ ସେଭଳି ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ। ଏଥିପ୍ରତି ସମସ୍ତେ ସତର୍କ ରୁହନ୍ତୁ। ଆମେ ସବୁ ପ୍ରକାରର ନିଷ୍ପତ୍ତି ନେଇଛୁ। ମୋର ଆଶା ମୋତେ ସମସ୍ତେ ଭଲ ଭାବେ ଶୁଣିଥିବେ।

ବାରମ୍ବାର କହିବା ସତ୍ତ୍ୱେ ଆମେରିକା ଓ ଏହାର ସହଯୋଗୀମାନେ ୟୁକ୍ରେନକୁ ନାଟୋରେ ସାମିଲ କରିବାକୁ ଆଗଭର ହେଉଛନ୍ତି। ଏଥିସହ ମସ୍କୋ ପ୍ରତି ବିପଦ ସୃଷ୍ଟି କରୁଛନ୍ତି। ଏହା କେବେ ହେଲେ ଗ୍ରହଣୀୟ ନୁହେଁ ବୋଲି ସେ ବେଶ ଆକ୍ରମଣାତ୍ମକ ଅନ୍ଦାଜରେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story