ନୂଆଦିଲ୍ଲୀ:ବିଶ୍ୱର ବଡ଼ ବଡ଼ ନେତା ଓ ଶିଳ୍ପପତିଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହୋଇଛି । ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା, ଇ-କମର୍ସ ସଂସ୍ଥା ଆମାଜନ୍ CEO ଜେଫ୍ ବେଜୋସ୍, ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହୋଇଛି। ସେହିଭଳି ଟେଲ୍ସା CEO ଏଲନ୍ ମସ୍କ, ଆପଲ୍ ଓ ଉବେରର ଟ୍ୱିଟର ଆକାଉଣ୍ଟ ମଧ୍ୟ ହ୍ୟାକ୍ ହୋଇଛି ।
ହଜାରେ ଡଲାର ଦେଲେ ୨ ହଜାର ଡଲାର ପାଇବେ ବୋଲି ହ୍ୟାକରମାନେ ଲେଖିଛନ୍ତି । ଟ୍ୱିଟର ପକ୍ଷରୁ ପୂରା ଘଟଣାର ସବିଶେଷ ଯାଞ୍ଚ କରାଯାଉଛି । ତେବେ ନାମୀ ବ୍ୟକ୍ତିବିଶେଷଙ୍କ ସବୁ ତଥ୍ୟ ସୁରକ୍ଷିତ ଥିବା ଟ୍ୱିଟର ପକ୍ଷରୁ ସ୍ପଷ୍ଟ କରାଯାଇଛି । କିନ୍ତୁ ସାମୟିକ ଭାବେ ଏହିସବୁ ବ୍ୟକ୍ତିବିଶେଷଙ୍କ ଟ୍ୱିଟର ଆକାଉଣ୍ଟକୁ ବନ୍ଦ କରାଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।
National
ରାଜ୍ୟପାଳ ଲାଟ୍ ସାହେବ ପଦ ନୁହେଁ: ରଘୁବର
ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ପରେ ଗତକାଲି ବିଧିବଦ୍ଧ ଭାବେ ରଘୁବର ଦାସ ପୁଣି ବିଜେପିରେ ସାମିଲ ହୋଇଛନ୍ତି।
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।