ୟାସିନ୍‌ ମାଲିକ୍‌ର ଜେକେଏଲଏଫ୍‌ ନିଷିଦ୍ଧ ଘୋଷିତ

ନୂଆଦିଲ୍ଲୀ: ବିଚ୍ଛିନ୍ନତାବାଦୀ ନେତା ୟାସିନ୍‌ ମାଲିକ୍‌ର ଜମ୍ମୁ କଶ୍ମୀର ଲିବରେସନ୍‌ ଫ୍ରଣ୍ଟ (ଜେକେଏଲ୍‌ଏଫ୍‌)କୁ ଆତଙ୍କବାଦ ନିରୋଧୀ ଆଇନ ଅନୁଯାୟୀ ନିଷିଦ୍ଧ ଘୋଷଣା କରାଯାଇଛି। ପିଟିଆଇ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଜମ୍ମୁ କଶ୍ମୀର ଉପତ୍ୟକାରେ ଅସ୍ଥିରତା ସୃଷ୍ଟି ପଛରେ ଏହି ସଂଗଠନର ପ୍ରଚ୍ଛନ୍ନ ହାତ ରହିଥିବାରୁ କେନ୍ଦ୍ର ସରକାର ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବେଆଇନ କାର୍ଯ୍ୟକଳାପ ନିରୋଧ ଆଇନର ବିଭିନ୍ନ ବ୍ୟବସ୍ଥା ଆଧାରରେ ଏହି ପଦକ୍ଷେପ ନିଆଯାଇଛି। ପାକିସ୍ତାନର ସହାୟତାରେ କଶ୍ମୀର ଉପତ୍ୟକାରେ ଅସ୍ଥିରତା ସୃଷ୍ଟି […]

yasin

yasin

Subrat Kumar Nayak
  • Published: Friday, 22 March 2019
  • Updated: 22 March 2019, 07:49 PM IST

Sports

Latest News

ନୂଆଦିଲ୍ଲୀ: ବିଚ୍ଛିନ୍ନତାବାଦୀ ନେତା ୟାସିନ୍‌ ମାଲିକ୍‌ର ଜମ୍ମୁ କଶ୍ମୀର ଲିବରେସନ୍‌ ଫ୍ରଣ୍ଟ (ଜେକେଏଲ୍‌ଏଫ୍‌)କୁ ଆତଙ୍କବାଦ ନିରୋଧୀ ଆଇନ ଅନୁଯାୟୀ ନିଷିଦ୍ଧ ଘୋଷଣା କରାଯାଇଛି। ପିଟିଆଇ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଜମ୍ମୁ କଶ୍ମୀର ଉପତ୍ୟକାରେ ଅସ୍ଥିରତା ସୃଷ୍ଟି ପଛରେ ଏହି ସଂଗଠନର ପ୍ରଚ୍ଛନ୍ନ ହାତ ରହିଥିବାରୁ କେନ୍ଦ୍ର ସରକାର ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।

ବେଆଇନ କାର୍ଯ୍ୟକଳାପ ନିରୋଧ ଆଇନର ବିଭିନ୍ନ ବ୍ୟବସ୍ଥା ଆଧାରରେ ଏହି ପଦକ୍ଷେପ ନିଆଯାଇଛି। ପାକିସ୍ତାନର ସହାୟତାରେ କଶ୍ମୀର ଉପତ୍ୟକାରେ ଅସ୍ଥିରତା ସୃଷ୍ଟି କରି ଆସୁଥିବା ବିଭିନ୍ନ ବିଛିନ୍ନତାବାଦୀ ନେତାଙ୍କ ମଧ୍ୟରୁ ୟାସିନ୍‌ ପ୍ରମୁଖ।

ଚଳିତ ମାସରେ କଶ୍ମୀରୀ ସଂଗଠନ ବ୍ୟାନ୍‌ ହେବାର ଏହା ଦ୍ୱିତୀୟ ଘଟଣା। ପୂର୍ବରୁ ଜମାତ୍‌-ଏ-ଇସ୍‌ଲାମୀକୁ ମଧ୍ୟ ବ୍ୟାନ୍‌ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story