ଦୁର୍ନୀତି ଓ ଲାଞ୍ଚ ଅଭିଯୋଗରୁ ମୁକ୍ତ ହେଲେ ବିଏସ୍ ୟେଦୁରପ୍ପା

ବେଙ୍ଗାଲୁରୁ: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ବିଜେପି ସଭାପତି ବିଏସ୍ ୟେଦୁରପ୍ପାଙ୍କୁ ବେଙ୍ଗାଲୁରୁ ସିବିଆଇର ସ୍ୱତନ୍ତ୍ର କୋର୍ଟ ଦୋଷମୁକ୍ତ କରିଛି। ତାଙ୍କ ଉପରେ ୪୦କୋଟି ଟଙ୍କାର ଲାଞ୍ଚ ନେବାର ଅଭିଯୋଗ ରହିଥିଲା।

ଦୁର୍ନିତୀ ଅଭିଯୋଗରେ ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ୨୦୧୨ରେ ବିଜେପି ରୁ ମଧ୍ୟ ବାହାରି ଆସିଥିଲେ। ପରେ ୨୦୧୪ରେ ସେ ପାର୍ଟିରେ ପୁଣି ଥରେ ଯୋଗ ଦେଇଥିଲେ। ଦୋଷମୁକ୍ତ ହେବା ପରେ ଭଗବାନଙ୍କ ଉପରେ ତାଙ୍କର ବିଶ୍ୱାସ ଥିଲା, ଯାହାର ଫଳ ତାଙ୍କୁ ଦୋଷମୁକ୍ତ ହୋଇ ମିଳିଛି ବୋଲି ସେ କହିଥିଲେ।

ଆହୁରି ପଢ଼ନ୍ତୁ

ସୁଶାନ୍ତଙ୍କ ଏହି ଦୁଇ ଆକାଉଣ୍ଟରୁ ରିୟାଙ୍କ ପାଖକୁ ଯାଇଛି ଟଙ୍କା!

ସିବିଆଇ ପଞ୍ଝାରେ ରିୟା, ରୁଜୁ ହେଲା ମାମଲା

ରାମଙ୍କ ପରେ ଏବେ ନଜରରେ କୃଷ୍ଣ ଜନ୍ମଭୂମି

ରିୟାଙ୍କ ପାଇଁ ବେଙ୍ଗଲି ଝିଅ ଓ ମହିଳାଙ୍କୁ ଟାର୍ଗେଟ, ତଦନ୍ତ ଆରମ୍ଭ କଲା କୋଲକାତା ପୁଲିସ୍‌

ଭୟଙ୍କର ଘଟଣା: ୧୩ ବର୍ଷର ଝିଅକୁ ଦୁଷ୍କର୍ମ ପରେ ଧାରୁଆ ଅସ୍ତ୍ରରେ ଆକ୍ରମଣ

ଦିଶାଙ୍କ ମୃତ୍ୟୁ ପରେ ସୁଶାନ୍ତଙ୍କଠାରୁ ଦୂରେଇ ଯାଇଥିଲେ ରିୟା, କିନ୍ତୁ କାହିଁକି?

କରୋନା ନେଲା ବରିଷ୍ଠ ସିପିଆଇଏମ ନେତାଙ୍କ ଜୀବନ

ସୁଶାନ୍ତଙ୍କୁ ମେଣ୍ଟାଲ ହସ୍ପିଟାଲରେ ଭର୍ତ୍ତି କରିବାକୁ ଚାହୁଁଥିଲେ ରିୟା, ୫ ଦିନରେ କରିଥିଲେ ୨୫ କଲ୍‌

ଭୟଙ୍କର ବର୍ଷାରେ ମୁମ୍ବାଇ ସ୍ଥିତି ଅସମ୍ଭାଳ, ୪୬ ବର୍ଷର ରେକର୍ଡ ଭାଙ୍ଗିଲା କୋଲାବା

ପୁଣି ଚାଇନାକୁ ଜାତିସଂଘରେ ଦୃଢ଼ ଜବାବ ଦେଲା ଭାରତ

ଭାରତୀୟ ସୀମାରେ ପଶି ଯାଇଥିଲା ଚାଇନା, ତଥ୍ୟ ପ୍ରକାଶ କରି ଡିଲିଟ କରିଦେଲା ପ୍ରତିରକ୍ଷା ମନ୍ତ୍ରଣାଳୟ

କାହିଁକି ଇସ୍ତଫା ଦେଲେ ଗିରୀଶ ମୁର୍ମୁ, ଜାଣନ୍ତୁ ପୂରା କାରଣ