ଚଣ୍ଡିଗଡ଼: ଯୋଗ ଜୀବନର ଅନୁଶାସନ ଓ ମୁକ୍ତିର ମାର୍ଗ। ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଣ୍ଡିଗଡ଼ରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଏହା କହିଛନ୍ତି। ସେ କହିଛନ୍ତି,“ ଯୋଗ ଶରୀର, ଆତ୍ମା ଓ ବୁଦ୍ଧିକୁ ଏକତ୍ର କରେ । ଯୋଗ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଆଗାମୀ ବର୍ଷଠାରୁ ଏକ ଅନ୍ତର୍ଜାତୀୟ ଓ ଜାତୀୟ ପୁରସ୍କାର ଦିଆଯିବ। ”
ଆଜି ସାରା ବିଶ୍ୱରେ ଦ୍ୱିତୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି। ଚଳିତ ବର୍ଷ ଅନ୍ତର୍ଜାତୀୟ ଯୋଗ ଦିବସର ଥିମ୍ ରହିଛି ‘ୟୋଗ୍ ଫର୍ ପିସ୍ ଆଣ୍ଡ୍ ହାର୍ମୋନି। ରାଜଧାନୀ ଦିଲ୍ଲୀ ସମେତ ସମସ୍ତ ରାଜ୍ୟରେ ଆୟୋଜିତ ଶିବିରରେ ହଜାର ହଜାର ଲୋକ ସାମିଲ ହୋଇଥିଲେ। ରାଷ୍ଟ୍ରପତି ଭବନରେ ଆୟୋଜିତ ଶିବିରରେ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଯୋଗାଭ୍ୟାସ କରିଥିଲେ। ବିଶ୍ୱର ୧୯୦ଟି ଦେଶରେ ଯୋଗ ଦିବସ ପାଳନ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ଲାଟଫର୍ମରେ ଶୋଉଥିଲା, ଟ୍ରେନରେ ଦୁଷ୍କର୍ମ ପରେ ମାରୁଥିଲା
ଅଭିଯୁକ୍ତ ଜଣକ ବିଭିନ୍ନ ଷ୍ଟେସନର ପ୍ଲାଟଫର୍ମରେ ଶୋଉଥିଲା। ସୁବିଧା ଦେଖି ବିଭିନ୍ନ ଟ୍ରେନରେ ଚଢ଼ୁଥିଲା। ଏହି ସମୟରେ ଏକାକୀ ଯାତ୍ରା କରୁଥିବା ଲୋକଙ୍କୁ ସେ ଟାର୍ଗେଟ କରୁଥିଲା।
Crime
ଗଣଦୁଷ୍କର୍ମ ପରେ ନର୍ସଙ୍କ ଗୁପ୍ତାଙ୍ଗରେ ଲଙ୍କା ଗୁଣ୍ତ ଓ ବାଡ଼ି ଭର୍ତ୍ତି କରିଦେଲେ!
ନର୍ସଙ୍କ ଗୁପ୍ତାଙ୍ଗରେ ସେମାନେ ଲଙ୍କା ଗୁଣ୍ଡ ଓ ବାଡ଼ି ପୂରାଇ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।
Politics
ମହାରାଷ୍ଟ୍ର ବିପର୍ଯ୍ୟୟ ପାଇଁ କଂଗ୍ରେସକୁ ଦାୟୀ କଲା ଟିମ ଠାକରେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିରୋଧୀ ମେଣ୍ଟ ଏମଭିଏର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ କଂଗ୍ରେସକୁ ଦାୟୀ କରିଛି ଟିମ ଠାକରେ।
Politics
ମୁଖ୍ୟମନ୍ତ୍ରୀ ପଦ ସହ ଅଧା କ୍ୟାବିନେଟ ନିଜ ପାଖରେ ରଖିବ ବିଜେପି, ସିନ୍ଦେ ସେନାକୁ ମିଳିବ...
ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସଂଖ୍ୟା ସର୍ବାଧିକ ୪୩ ହୋଇପାରିବ। ଏହା ମଧ୍ୟରୁ ଅଧା ବିଭାଗ ବିଜେପି ନିଜ ପାଖରେ ରଖିବ ବୋଲି କୁହାଯାଉଛି।
Politics
ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ
ଝାଡଖଣ୍ଡର ୧୪ଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ହେମନ୍ତ ସୋରେନ। ଶକ୍ତି ପ୍ରଦର୍ଶନ କଲା ଇଣ୍ଡିଆ ମେଣ୍ଟ।