ଯୋଗୀ ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ, ନବୀନ ଚତୁର୍ଥ ସ୍ଥାନରେ: ମୁଡ୍ ଅଫ୍ ଦି ନେସନ୍

ନୂଆଦିଲ୍ଲୀ: ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେର ମୁଡ୍‌ ଅଫ୍‌ ଦି ନେସନ୍‌ ପୋଲ୍‌ରୁ ଜଣାପଡ଼ିଛି ଜାନୁଆରୀ ୨୦୨୦ରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ବୋଲି ସର୍ବାଧିକ ଲୋକ ମତ ଦେଇଛନ୍ତି। ଲଗାତାର ଦ୍ୱିତୀୟ ଥର ପାଇଁ ସେ ଏପରି ସଫଳତା ହାସଲ କରିଛନ୍ତି। ଶ୍ରେଷ୍ଠ ୭ ଜଣଙ୍କ ମଧ୍ୟରେ ବିଜେପିରୁ ଏକମାତ୍ର ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଏହି ତାଲିକାରେ ସ୍ଥାନ ପାଇଛନ୍ତି। ୧୮% ଭୋଟ୍‌ ସହ ଯୋଗୀ ଆଦିତ୍ୟନାଥ ତାଲିକାର ସର୍ବାଗ୍ରେ ଅଛନ୍ତି। ତାଙ୍କ […]

yogi

yogi

Subrat Kumar Nayak
  • Published: Thursday, 23 January 2020
  • Updated: 23 January 2020, 10:59 PM IST

ନୂଆଦିଲ୍ଲୀ: ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେର ମୁଡ୍‌ ଅଫ୍‌ ଦି ନେସନ୍‌ ପୋଲ୍‌ରୁ ଜଣାପଡ଼ିଛି ଜାନୁଆରୀ ୨୦୨୦ରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ବୋଲି ସର୍ବାଧିକ ଲୋକ ମତ ଦେଇଛନ୍ତି। ଲଗାତାର ଦ୍ୱିତୀୟ ଥର ପାଇଁ ସେ ଏପରି ସଫଳତା ହାସଲ କରିଛନ୍ତି। ଶ୍ରେଷ୍ଠ ୭ ଜଣଙ୍କ ମଧ୍ୟରେ ବିଜେପିରୁ ଏକମାତ୍ର ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଏହି ତାଲିକାରେ ସ୍ଥାନ ପାଇଛନ୍ତି।

୧୮% ଭୋଟ୍‌ ସହ ଯୋଗୀ ଆଦିତ୍ୟନାଥ ତାଲିକାର ସର୍ବାଗ୍ରେ ଅଛନ୍ତି। ତାଙ୍କ ପଛକୁ ଯୁଗ୍ମ ଭାବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଛନ୍ତି। ଏ ଦୁହିଁଙ୍କୁ ୧୧% ଭୋଟ୍‌ ମିଳିଛି। ନୀତୀଶ କୁମାର ୧୦% ଭୋଟ୍‌ ସହ ତୃତୀୟ ସ୍ଥାନରେ ଅଛନ୍ତି।

ତାଙ୍କ ପଛକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬% ଭୋଟ୍‌ ସହ ଚତୁର୍ଥସ୍ଥାନରେ ଅଛନ୍ତି। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ୍‌ ଏବଂ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ନବୀନଙ୍କ ସହ ଯୁଗ୍ମ ଭାବେ ଚତୁର୍ଥ ସ୍ଥାନରେ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story