ନୂଆଦିଲ୍ଲୀ: ଫିଲ୍ମ ‘ପଦ୍ମାବତୀ’କୁ ନେଇ ଦିନକୁ ଦିନ ବିବାଦ ବଢ଼ିବାରେ ଲାଗିଛି। ରିଲିଜ୍ ଡେଟ୍ ଘୁଞ୍ଚିବା ପରେ ମଧ୍ୟ ବିବାଦ ଥମିବାର ନାଁ ଧରୁନି। ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ‘ପଦ୍ମାବତୀ’ ଚଳଚ୍ଚିତ୍ରକୁ ନେଇ ନିଜ ମନ୍ତବ୍ୟ ରଖିଛନ୍ତି ।
ଦୀପିକା ପାଦୁକନ ଓ ସଂଜୟ ଲୀଲା ଭଂସାଲିଙ୍କୁ ମିଳିଥିବା ଧମକ ଉପରେ ଟିପ୍ପଣୀ କହିଛନ୍ତି, ଯଦି ଦୀପିକାଙ୍କ ନାକ କାଟିବା ଓ ସଞ୍ଜୟ ଲୀଲା ଭଂସାଲିଙ୍କ ମୁଣ୍ଡ କାଟିବା ପାଇଁ ଧମକ ଦେଇଥିବା ବ୍ୟକ୍ତିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବା ଦରକାର ତ ଫିଲ୍ମ ନିର୍ମାତାଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ହେବା ଆବଶ୍ୟକ । କାରଣ ଲୋକଙ୍କ ଭାବନାକୁ ସେ ଆଘାତ ପହଞ୍ଚାଇଛନ୍ତି।
ସେ ଆହୁରି କହିଛନ୍ତି- ମୁଁ ମନ୍ତ୍ରାଣାଳୟକୁ ମୋର ମନ୍ତବ୍ୟ ପଠାଇଦେଇଛି। ଲୋକଙ୍କ ଭାବନା ସହ କାହାରି ଖେଳିବାର ହକ୍ ନାହିଁ ବୋଲି କହିଛନ୍ତି ଯୋଗୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।