ଲକ୍ଷ୍ନୌ: ଘରକୁ ଫେରିବାକୁ ଇଚ୍ଛୁକ ଶ୍ରମିକଙ୍କୁ ଆଣିବା ପାଇଁ ହଜାରେ ବସ ଚଳାଇବାକୁ ଅନୁମତି ମାଗିଥିଲେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଯୋଗୀ ସରକାର ଏହି ଅନୁରୋଧ ରକ୍ଷା କରିଛନ୍ତି। ଏବେ ଉତ୍ତର ପ୍ରଦେଶର ମୁଖ୍ୟ ଶାସନ ସଚିବ ଅବୀନାଶ ଅଓ୍ୱସ୍ଥି ପ୍ରିୟଙ୍କାଙ୍କୁ ୧୦୦୦ ବସର ଫିଟନେସ, ଚାଳକଙ୍କ ନାମ ଏସବୁ ତଥ୍ୟ ମାଗିଛନ୍ତି।
ପ୍ରିୟଙ୍କା ଗାନ୍ଧୀ ଯୋଗୀ ସରକାରଙ୍କୁ ପ୍ରବାସୀ ଶ୍ରମିକଙ୍କୁ ଆଣିବା ପାଇଁ ୧୦୦୦ ବସ ଚଳାଇବାକୁ ଅନୁମତି ମାଗିଥିଲେ। ଏହି ବସ ଭଡ଼ା କଂଗ୍ରେସ ଦେବ ବୋଲି ସେ କହିଥିଲେ। ରାସ୍ତାରେ ପ୍ରବାସୀ ଶ୍ରମିକ ଚାଲି ଚାଲି ଆସୁଛନ୍ତି ତ ଆଉ କିଏ ଗାଡ଼ି ଟ୍ରକରେ ଆସୁଛନ୍ତି। ଏଭଳି ଆସିବା ଦ୍ୱାରା ଅନେକ ଦୁର୍ଘଟଣାର ଶିକାର ହେଉଛନ୍ତି। ତେଣୁ ବସ୍ ଚଳାଇବାକୁ ଅନୁମତି ଦିଆଯାଉ ବୋଲି ପ୍ରିୟଙ୍କା ଅନୁରୋଧ କରିଥିଲେ।
https://twitter.com/priyankagandhi/status/1261612329835229185
https://twitter.com/priyankagandhi/status/1261966992723959808
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅସନ୍ତୋଷ ଝାଡ଼ିଥିବା ବିଧାୟକଙ୍କୁ ନୂଆ ଆସନରେ ଟିକେଟ ଦେଲା ବିଜେପି
୦୨୦ରେ ମୋହନ ସିଂହ କରୱାଲା ଆସନରୁ ବିଜୟୀ ହୋଇଥିଲେ। ଏଥର କିନ୍ତୁ ବିଜେପି କରୱାଲ ଆସନରେ ଆପ୍ରୁ ଆସିଥିବା ବିବାଦୀୟ ନେତା କପିଲ ମିଶ୍ରାଙ୍କୁ ଟିକେଟ ଦେଇଛି।
National
ପାଇଖାନା ସଫା କଲେ ଛାତ୍ରୀ, ନିଲମ୍ବିତ ହେଲେ ପ୍ରିନ୍ସିପାଲ
କେତେବେଳେ ସେମାନଙ୍କୁ ପାଇଖାନା ସଫା କରିବାକୁ କୁହାଯାଏ ତ ଆଉ କେତେ ବେଳେ ପାଣି ଦେବାକୁ କୁହାଯାଏ। ଅନେକ ସମୟରେ ପିଲାମାନେ ସ୍କୁଲ ପରିସରକୁ ମଧ୍ୟ ସଫା କରନ୍ତି।
Politics
ବଡ଼ ଭୁଲ: କପିଲ ମିଶ୍ରାଙ୍କୁ ଟିକେଟ ମିଳିବା ପରେ ଅସନ୍ତୋଷ ଝାଡ଼ିଲେ ବିଜେପି ବିଧାୟକ
ମୋହନ ସିଂହଙ୍କ ବଦଳରେ ୨୦୨୫ ବିଧାନସଭା ନିର୍ବାଚନରେ କରୱାଲ ନଗର ଆସନରୁ କପିଲ ମିଶ୍ରା ବିଜେପି ଟିକେଟରେ ଲଢ଼ିବେ। ଦଳର ଏପରି ପଦକ୍ଷେପକୁ ବଡ଼ ତ୍ରୁଟି ବୋଲି ମୋହନ ସିଂହ କହିଛନ୍ତି।
Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।
National
ମହାୟୁତିରେ ଫାଟ! ଦିଲ୍ଲୀରେ ଏକା ଲଢ଼ିବ ଏନ୍ସିପି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ।