ଲକ୍ଷ୍ମୌ: ଉତ୍ତରପ୍ରଦେଶ ସରକାର ଆସନ୍ତା ୫ ବର୍ଷ ମଧ୍ୟରେ ୭୦ ଲକ୍ଷ ଲୋକଙ୍କୁ ରୋଜଗାର ଦେବାକୁ ଲକ୍ଷ୍ୟ ରଖିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତୃତୀୟ ବିଶ୍ୱ ଯୁବା କୌଶଳ ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ କହିଛନ୍ତି, “ୟୁପିରେ ରୋଜଗାର ପାଇଁ ଅନେକ ସୁଯୋଗ ଓ ସମ୍ଭାବନା ରହିଛି। ଆଗାମୀ ୫ ବର୍ଷ ମଧ୍ୟରେ ରାଜ୍ୟ ସରକାର ୭୦ ଲକ୍ଷ ଲୋକଙ୍କ ରୋଜଗାର ଦେବାକୁ ଲକ୍ଷ୍ୟ ରଖିଛନ୍ତି।”
ସେ ଆହୁରି କହିଛନ୍ତି,“ ଏହି ୭୦ ଲକ୍ଷ ଲୋକଙ୍କ ମଧ୍ୟରୁ ୧୦ ଲକ୍ଷ ଲୋକଙ୍କୁ ବ୍ୟବସାୟିକ ଶିକ୍ଷା ଏବଂ କୌଶଳ ବିକାଶ ବିଭାଗ ମାଧ୍ୟମରେ ରୋଜଗାରର ସୁଯୋଗ ଦିଆଯିବ। ଏହି ଲକ୍ଷ୍ୟ ପୂରଣ କରିବା ପାଇଁ କୃଷି, ଦୁଗ୍ଧ, ଲଘୁ ଉଦ୍ୟୋଗ ଓ ଔଦ୍ୟୋଗିକ ବିକାଶ ଭଳି ବିଭାଗଗୁଡ଼ିକୁ ପରସ୍ପର ମଧ୍ୟରେ ସମନ୍ୱୟ ରକ୍ଷା କରିବାକୁ ପଡ଼ିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।