Advertisment

କୋଚି ବିଶ୍ୱବିଦ୍ୟାଳୟରେ ଭୟଙ୍କର ଦଳାଚକଟା

ଶନିବାର ସନ୍ଧ୍ୟାରେ କୋଚି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ଭିତରେ ଗୋଟିଏ ସଂଗୀତ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏତେ ବଡ଼ ଅଘଟଣ ଘଟିଥିଲା ।

author-image
Manoj Swain

କେରଳର କୋଚି ବିଶ୍ୱବିଦ୍ୟାଳୟରେ ଭୟଙ୍କର ଦଳାଚକଟା। ଚାଲିଗଲା ୪ ଶିକ୍ଷାର୍ଥୀଙ୍କ ଜୀବନ। ଘଟଣାରେ ଅନେକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅଧିକାଂଶ ପିଲାଙ୍କ ଅବସ୍ଥା ଗୁରୁତର ରହିଛି। ତେଣୁ ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ପ୍ରକାଶ ପାଇଛି। ଶନିବାର ସନ୍ଧ୍ୟାରେ କୋଚି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ଭିତରେ ଗୋଟିଏ ସଂଗୀତ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏତେ ବଡ଼ ଅଘଟଣ ଘଟିଥିଲା । 

Advertisment
Kerala