Advertisment

ପର୍ଯ୍ୟଟକ ଡଙ୍ଗା ଓଲଟି ୧୫ ମୃତ

କେରଳର ମଲପୁରମ ଜିଲ୍ଲାର ତନୁର ଠାରେ ଏକ ପର୍ଯ୍ୟଟକ ଡଙ୍ଗା ଓଲଟି ପଡ଼ିବାରୁ ଏଥିରେ ଯାଉଥିବା ୧୫ ଜଣ ଯାତ୍ରୀଙ୍କ ପାଣି ବୁଡ଼ି ମୃତ୍ୟୁ ହୋଇଛି।

ଅଦ୍ୟତନ ହୋଇଛି
Boat

Boat

Advertisment

କେରଳର ମଲପୁରମ ଜିଲ୍ଲାର ତନୁର ଠାରେ ଏକ ପର୍ଯ୍ୟଟକ ଡଙ୍ଗା ଓଲଟି ପଡ଼ିବାରୁ ଏଥିରେ ଯାଉଥିବା ୧୫ ଜଣ ଯାତ୍ରୀଙ୍କ ପାଣିରେ ବୁଡ଼ି ମୃତ୍ୟୁ ହୋଇଛି। ଏହି ଡଙ୍ଗାରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ। ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି।

Advertisment

ଉଦ୍ଧାର ଲୋକଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଅଘଟଣ ପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ କାରଣ ଖୋଜିବା ନିମନ୍ତେ ତଦନ୍ତ ଆରମ୍ଭ ହୋଇଛି। ତେବେ ରାତି ହୋଇଯାଇଥିବାରୁ ଉଦ୍ଧାର କାର୍ଯ୍ୟ ପ୍ରଭାବିତ ହୋଇଛି।

Boat Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe