ବିଦାୟ ନେବ ୨ ହଜାର ଟଙ୍କିଆ ନୋଟ୍, ସେପ୍ଟେମ୍ବର ୩୦ ସୁଦ୍ଧା ବ୍ୟାଙ୍କରେ ବଦଳାଇ ହେବ

୨ ହଜାର ଟଙ୍କିଆ ନୋଟ୍ ନେଇ ରିଜର୍ଭ ବ୍ୟାଙ୍କର ବଡ଼ ନିଷ୍ପତ୍ତି।

2000 notes PhotoOR

ଦୁଇ ହଜାର ଟଙ୍କିଆ ନୋଟ୍

Niranjan Mishra
  • Published: Friday, 19 May 2023
  • Updated: 19 May 2023, 08:17 PM IST

Sports

Latest News

ନେଣଦେଣରୁ ବିଦାୟ ନେବ ୨ ହଜାର ଟଙ୍କିଆ ନୋଟ୍। ୨ ହଜାର ଟଙ୍କିଆ ନୋଟ୍ ନେଇ ରିଜର୍ଭ ବ୍ୟାଙ୍କର ଆଜି ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି। ବିଦାୟ ନେଲେ ବି ଏବେ ଅଚଳ ହେବନି ୨ ହଜାର ଟଙ୍କିଆ ନୋଟ୍। ମେ’ ୨୩ରୁ ବ୍ୟାଙ୍କମାନଙ୍କରେ ବଦଳାଇ ହେବ ୨ ହଜାର ଟଙ୍କିଆ।

ସେପ୍ଟେମ୍ବର ୩୦ ମଧ୍ୟରେ ବ୍ୟାଙ୍କରୁ ବଦଳାଇ ହେବ ଏହି ନୋଟ୍। ନୋଟ୍ ବଦଳାଇବା ପାଇଁ ବ୍ୟାଙ୍କରେ ସ୍ୱତନ୍ତ୍ର ବ୍ୟବସ୍ଥା ରହିବ। ଥରକେ ସର୍ବାଧିକ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ବଦଳାଇ ହେବ।

Also Read

ଅନ୍ୟପଟେ ଗ୍ରାହକମାନଙ୍କୁ ଆଉ ୨ ହଜାର ଟଙ୍କିଆ ନୋଟ୍ ନଦେବାକୁ ବ୍ୟାଙ୍କମାନଙ୍କୁ ନିର୍ଦ୍ଦେଶ ହୋଇଛି। 

ସୂଚନା ଥାଉକି, ୨୦୧୬ ନୋଟ୍‌ବନ୍ଦି ପରେ ରିଜର୍ଭ ବ୍ୟାଙ୍କ ୨ ହଜାର ଟଙ୍କିଆ ନୂଆ ନୋଟ୍ ଜାରି କରିଥିଲା। ଦେଶରେ ୨୦୧୭-୧୮ ଆର୍ଥିକ ବର୍ଷରେ ୨ ହଜାର ଟଙ୍କିଆ ଅଧିକ ନୋଟ୍ ବଜାରକୁ ଛଡ଼ା ଯାଇଥିଲା। ଏହି ବର୍ଷ ୩୩ ହଜାର ୬୩୦ ଲକ୍ଷ ୨ ହଜାର ଟଙ୍କିଆ ନୋଟ୍ ବଜାରକୁ ଆସିଥିଲା। ଯାହାର ମୋଟ ମୂଲ୍ୟ ୬.୭୨ ଲକ୍ଷ କୋଟି ଟଙ୍କା ଥିଲା। ତେବେ ୨୦୧୮-୧୯ରୁ ୨ ହଜାର ଟଙ୍କିଆ ଛାପା ବନ୍ଦ କରାଯାଇଥିଲା। ୨୦୨୧ରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଲୋକସଭାରେ ମତ ରଖିଥିଲେ ଯେ ଏହାର ପୂର୍ବ ବର୍ଷ ୨ ହଜାର ଟଙ୍କିଆ ନୋଟ୍ ଆଦୌ ଛପା ଯାଇନଥିଲା।

ସେପଟେ ରିଜର୍ଭ ବ୍ୟାଙ୍କ ତାହାର ବାର୍ଷିକ ରିପୋର୍ଟରେ ୨୦୧୯-୨୦, ୨୦୨୦-୨୧ ଓ ୨୦୨୧-୨୨ରେ ୨ ହଜାର ଟଙ୍କିଆ ନୋଟ୍ ଗୋଟିଏ ବି ଛାପି ନଥିବା ତାହାର ବାର୍ଷିକ ରିପୋର୍ଟରେ ଉଲ୍ଲେଖ କରିଥିଲା। ତେଣେ ବଜାରରେ ୨ ହଜାର ଟଙ୍କିଆ ନୋଟ୍ ନେଣଦେଣ କମିଥିବା ଦେଖିବାକୁ ମିଳିଥିଲା। ଏଟିଏମ୍‌ରେ ମଧ୍ୟ ଏହି ନୋଟ୍ ଦେଖିବାକୁ ମିଳୁ ନ ଥିଲା। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story