ଶାନ୍ତି ସ୍ୱରୂପ ଭଟ୍ଟନାଗର ପୁରସ୍କାରରେ ସମ୍ମାନିତ ହେଲେ ଦୁଇ ଓଡିଆ ବୈଜ୍ଞାନିକ। ଗତକାଲି ରାଷ୍ଟ୍ରପତି ଭବନରେ ଆୟୋଜିତ ରାଷ୍ଟ୍ରୀୟ ବିଜ୍ଞାନ ପୁରସ୍କାର
ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି।
Also Read
ଓଡ଼ିଆ ବିଜ୍ଞାନୀ ଡକ୍ଟର ସ୍ୱରୂପ କୁମାର ପରିଡାଙ୍କୁ କୃଷି ବିଜ୍ଞାନ ଲାଗି ଏବଂ ଡକ୍ଟର ଦିଗେନ୍ଦ୍ର ନାଥ ସ୍ୱାଇଁଙ୍କୁ ମହାକାଶ ବିଜ୍ଞାନ ଏବଂ ପ୍ରଯୁକ୍ତି ଲାଗି ଏହି ସମ୍ମାନଜନକ ବିଜ୍ଞାନ ପୁରସ୍କାର ପାଇଛନ୍ତି।
ଡକ୍ଟର ସ୍ୱରୂପ କୁମାର ପରିଡା ଏବେ ନୂଆଦିଲ୍ଲୀ ସ୍ଥିତ NIPGRରେ ବିଜ୍ଞାନୀ ଭାବେ କାମ କରୁଛନ୍ତି। ସେହିପରି ଡକ୍ଟର ଦିଗେନ୍ଦ୍ର ନାଥ ସ୍ୱାଇଁ ଥିରୁଭାନନ୍ତପୁରମସ୍ଥିତି ଇସ୍ରୋ ବିକ୍ରମସାରାଭାଇ ସ୍ପେସ୍ ସେଣ୍ଟରରେ କାର୍ଯ୍ୟରତ ଅଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ୩୩ ବିଜ୍ଞାନୀଙ୍କୁ ବିଜ୍ଞାନ ରତ୍ନ, ବିଜ୍ଞାନ ଶ୍ରୀ, ବିଜ୍ଞାନ ଯୁବା ଏବଂ ବିଜ୍ଞାନ ଟିମ୍ ପୁରସ୍କାର ପ୍ରଦାନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।