Advertisment

ବିହାର ବକ୍ସର ଜିଲ୍ଲାରେ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା

ଗତ ରାତିରେ ଦିଲ୍ଲୀ ଆନନ୍ଦ ବିହାର ଷ୍ଟେସନରୁ ଗୁଆହାଟୀର କାମାକ୍ଷା ଷ୍ଟେସନ୍ ଯାଉଥିବା ନର୍ଥ ଇଷ୍ଟ ସୁପରଫାଷ୍ଟ ଏକ୍ସପ୍ରେସର ୨୧ଟି ବଗି ଲାଇନ୍‌ଚ୍ୟୁତ ହୋଇଥିଲା।

Advertisment

ବିହାରର ବକ୍ସର ଜିଲ୍ଲାର ରଘୁନାଥପୁର ଷ୍ଟେସନରେ ଗତ ରାତି ଘଟିଛି ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା। ଟ୍ରାକରୁ ଟ୍ରେନ୍ ବାହାରିଯିବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାଯାଇଛି। ଏଥିରେ ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଗତ ରାତିରେ ଦିଲ୍ଲୀ ଆନନ୍ଦ ବିହାର ଷ୍ଟେସନରୁ ଗୁଆହାଟୀର କାମାକ୍ଷା ଷ୍ଟେସନ୍ ଯାଉଥିବା ନର୍ଥ ଇଷ୍ଟ ସୁପରଫାଷ୍ଟ ଏକ୍ସପ୍ରେସର ୨୧ଟି ବଗି ଲାଇନ୍‌ଚ୍ୟୁତ ହୋଇଥିଲା। ଏହି ଦୁର୍ଘଟଣାରେ ଶତାଧିକ ଲୋକ ଆହତ ହୋଇଥିବା ବେଳେ ଗୁରୁତର ବ୍ୟକ୍ତିଙ୍କୁ ପାଟନା ଏମ୍ସକୁ ସ୍ଥାନାନ୍ତର କରାଯାଇଛି।

Advertisment
Train Accident Bihar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe