ଏୟାର ଇଣ୍ଡିଆ ବିମାନ ଉପରେ ୯୦ ଲକ୍ଷ ଟଙ୍କାର ଜରିମାନା। ବିମାନ ଚଳାଚଳ ନିୟନ୍ତ୍ରକ DGCA ଏୟାର ଇଣ୍ଡିଆ ଉପରେ ଜରିମାନା ପକାଇଛି। ଯୋଗ୍ୟତା ହାସଲ କରିନଥିବା କ୍ୟୁ ସଦସ୍ୟଙ୍କୁ ନେଇ ବିମାନ ଉଡାଣ ଭରିବା ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।
Also Read
ଏହା ବ୍ୟତୀତ ଏୟାର ଇଣ୍ଡିଆର ଅପରେସନ୍ ଡାଇରେକ୍ଟର ଏବଂ ଟ୍ରେନିଂ ଡାଇରେକ୍ଟରଙ୍କ ଉପରେ ମଧ୍ୟ ଫାଇନ୍ ପକାଯାଇଛି। ଉଭୟଙ୍କ ଉପରେ ଯଥାକ୍ରମେ ୬ ଲକ୍ଷ ଏବଂ ୩ ଲକ୍ଷ ଟଙ୍କା ଜୋରିମାନା ପକାଯାଇଛି।
ଏନେଇ ସିଭିଲ୍ ଆଭିଏସନ ଡାଇରେକ୍ଟୋରେଟ ଜେନେରାଲ (DGCA) ଏକ ବିବୃତ୍ତି ଜାରି କରି ସୂଚନା ଦେଇଛି। ଭବିଷ୍ୟତରେ ଏପରି ଘଟଣାକୁ ରୋକିବା ପାଇଁ ସଂପୃକ୍ତ ପାଇଲଟଙ୍କୁ ସତର୍କତା ଅବଲମ୍ବନ କରିବାକୁ ମଧ୍ୟ DGCA ପକ୍ଷରୁ ଚେତାବନୀ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
National
ଏଥର ବି ସାଧାରଣତନ୍ତ୍ର ଦିବସରେ ଦିଶିବନି ଦିଲ୍ଲୀର ପ୍ରଜ୍ଞାପନ ମେଢ଼
ଏହାକୁ ମିଶାଇ ୪ର୍ଥ ଥର ପାଇଁ ଦେଶର ରାଜଧାନୀ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ପ୍ରଦର୍ଶିତ କରିବାକୁ ଅନୁମତି ମିଳିନାହିଁ।
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
National
ଅଲ୍ଲୁ ଅର୍ଜୁନଙ୍କ ଘର ଆଗରେ ବିକ୍ଷୋଭ ଓ ଭଙ୍ଗାରୁଜା, ୮ ଗିରଫ
ବିକ୍ଷୋଭକାରୀ ଅଲ୍ଲୁ ଅର୍ଜୁନଙ୍କ ବାସଭବନରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ୮ ଜଣଙ୍କୁ ଉଠାଇ ନେଇଛି ପୁଲିସ।
National
ବିଷ ବଳୟରେ ରାଜଧାନୀ; ‘ସିଭିୟର’ ସ୍ଥିତିରେ ବାୟୁ ପ୍ରଦୂଷଣ
ରବିବାର ଦିନ ୩ଟା ସୁଦ୍ଧା ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୬ରେ ପହଞ୍ଚିଛି। ୧୬ ଡିସେମ୍ବର ରାତିରୁ ଲାଗୁ ହୋଇଛି ଗ୍ରାପ-୪ କଟକଣା।