ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରାଯାଇଛି। ଚଳିତ ବର୍ଷ ପାଇଁ ମନୋନୀତ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ ହୋଇଛନ୍ତି। ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତ ରତ୍ନ ସମ୍ମାନ ପ୍ରଦାନ କରିଛନ୍ତି।
Also Read
ଚଳିତ ବର୍ଷ ଭାରତ ରତ୍ନ ସମ୍ମାନ ପାଇଁ ପାଞ୍ଚ ଜଣଙ୍କ ନାମ ଘୋଷଣା ହୋଇଥିବା ବେଳେ ଆଜି ୪ ଜଣଙ୍କୁ ମରଣୋତ୍ତର ଭାବେ ଭାରତ ରତ୍ନ ପ୍ରଦାନ କରାଯାଇଛି। ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ପରବର୍ତ୍ତୀ ସମୟରେ ଭାରତ ରତ୍ନ ପ୍ରଦାନ କରାଯିବ।
ମରଣୋତ୍ତର ଭାବେ ସମ୍ମାନ ପାଇଥିବା ଚାରି ବିଶିଷ୍ଟ ବ୍ୟକ୍ତି ହେଉଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣସିଂହ ଓ ପିଭି ନରସିଂହା ରାଓ, କୃଷି ବୈଜ୍ଞାନିକ ତଥା ଶବୁଜ ବିପ୍ଳବ ଜନକ ଏମ୍ ଏସ୍ ସ୍ୱାମୀନାଥନ ଏବଂ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସ୍ୱାଧୀନତା ସଂଗ୍ରାମୀ କର୍ପୁରୀ ଠାକୁର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।