Advertisment

ଭାରତର ୩ ରତ୍ନ

ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହ, ପିଭି ନରସିଂହା ରାଓ ଏବଂ କୃଷି ବୈଜ୍ଞାନିକ ତଥା ସବୁଜ ବିପ୍ଳବର ଜନକ ଏମଏସ୍ ସ୍ୱାମୀନାଥନଙ୍କୁ ଭାରତ ରତ୍ନରେ ସମ୍ମାନିତ କରାଯିବ।

ଅଦ୍ୟତନ ହୋଇଛି
Advertisment

ଭାରତ ରତ୍ନ ପାଇଁ ଆଉ ତିନି ଜଣଙ୍କ ନାମ ଘୋଷଣା କଲେ କେନ୍ଦ୍ର ସରକାର। ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହ, ପିଭି ନରସିଂହା ରାଓ ଏବଂ କୃଷି ବୈଜ୍ଞାନିକ ତଥା ସବୁଜ ବିପ୍ଳବର ଜନକ ଏମଏସ୍ ସ୍ୱାମୀନାଥନଙ୍କୁ ଭାରତ ରତ୍ନରେ ସମ୍ମାନିତ କରାଯିବ। ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ ନେଇ କେନ୍ଦ୍ର ସରକାର ଏହି ତିନି ଜଣ ମହାନ ବ୍ୟକ୍ତିତ୍ୱଙ୍କ ନାମ ଘୋଷଣା କରିଛନ୍ତି। 

Advertisment
Bharat Ratna
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe