ଆସନ୍ତା ମାସ ଭାରତ ଆସିନପାରନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ। ଗଣତନ୍ତ୍ର ଦିବସରେ ବାଇଡେନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥାନ୍ତେ। କିନ୍ତୁ ସେ ଭାରତ ଗସ୍ତ କରିନପାରନ୍ତି ବୋଲି ସୂଚନା ମିଳୁଛି।
ଏହା ପୂର୍ବରୁ ବାଇଡେନ 2024 ଗଣତନ୍ତ୍ର ଦିବସରେ ଯୋଗ ଦେବା ନେଇ ଚର୍ଚ୍ଚା ହେଉଥିଲା। କିନ୍ତୁ ସେ ଆସନ୍ତା ମାସ ଭାରତ ଗସ୍ତ କରିବେନି ବୋଲି ଜଣାପଡୁଛି।
Also Read
ସେପ୍ଟେମ୍ବରରେ, ଭାରତରେ ଆମେରିକାର ରାଷ୍ଟ୍ରଦୂତ ଏରିକ ଗାର୍ସେଟୀ କହିଥିଲେ ଯେ, ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ନିମନ୍ତ୍ରଣ କରିଛନ୍ତି। କିନ୍ତୁ ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ପ୍ରକାଶ ପାଇନଥିଲା। ବର୍ତ୍ତମାନ ବାଇଡେନ ଗଣତନ୍ତ୍ର ଦିବସରେ ଯୋଗ ଦେଇନପାରନ୍ତି ବୋଲି ଜଣାପଡୁଛି।
ବିଭିନ୍ନ ସୂତ୍ରରୁ ପ୍ରକାଶ ରିପୋର୍ଟ ଅନୁସାରେ, ଆସନ୍ତା ବର୍ଷ ଶେଷ ଭାଗରେ ଭାରତରେ କ୍ୱାଡ ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।