400 କାରର ଶୋଭାଯାତ୍ରାରେ ନେତାଙ୍କ ଘର ବାହୁଡ଼ା | Odisha Reporter
Advertisment
ମଧ୍ୟପ୍ରଦେଶରେ ଆଜି ଗୋଟିଏ ଅଜବ ଘଟଣା ଘଟିଛି। ବେଶ ରାଜକୀୟ ଷ୍ଟାଇଲରେ କଂଗ୍ରେସକୁ ଫେରିଛନ୍ତି ଜଣେ ବିଜେପି ନେତା। ସେ ଏହି ଘର ବାହୁଡ଼ାକୁ ଅଧିକ ଆକର୍ଷଣୀୟ ତଥା ସ୍ମରଣୀୟ କରିବା ପାଇଁ ଦୀର୍ଘ ୩୦୦ କିମି ବାଟ ପାଇଁ ୪୦୦ ଗାଡ଼ିର କନଭୟ ମଧ୍ୟରେ ଯାତ୍ରା କରିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us