/odisha-reporter/media/post_attachments/uploadimage/library/16_9/16_9_0/Boat_1688392314.jpg)
Boat
କେରଳର ଅଲପୁଝାରେ ସୋମବାର ନୌ-ଚାଳନା ପ୍ରତିଯୋଗିତା ଚାଲିଥିବା ବେଳେ ଏକ ଡଙ୍ଗା ବୁଡ଼ି ଯାଇଛି। ଡଙ୍ଗାଟିରେ ୨୫ ଜଣ ମହିଳା ଥିଲେ। ଖବର ଲେଖାଯିବା ବେଳକୁ ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା।
Advertisment
ଏହି ଦୁର୍ଘଟଣା ଘଟିବା ପରେ ନୌ-ଚାଳନା ପ୍ରତିଯୋଗିତାକୁ ବନ୍ଦ କରି ଦିଆଯାଇଥିଲା।
ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
