ସଂସଦରେ ଉପସ୍ଥାପିତ ହୋଇଛି ପେପର ଲେସ୍ ବଜେଟ୍। ବଜେଟ୍ରେ ବିଭିନ୍ନ ବିଭାଗ ପାଇଁ ଅର୍ଥ ବ୍ୟୟବରାଦ କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ ଉପସ୍ଥାପନ କରିଛନ୍ତି।
ଆସନ୍ତୁ ଜାଣିବା ୧ ଟଙ୍କାରେ ପୂରା ବଜେଟ୍ର ହିସାବ
ଟଙ୍କାଟିଏ ଆସିବ କୁଆଡ଼ୁ
ଋଣ ଓ ଅନ୍ୟାନ୍ୟ ଦାତା-୨୮ ପ.
କର୍ପୋରେସନ ଟିକସ-୧୭ ପ.
ଆୟକର-୧୯ ପ.
ସୀମା ଶୁଳ୍କ-୪ ପ.
କେନ୍ଦ୍ରୀୟ ଉତ୍ପାଦନ ଶୁଳ୍କ-୫ ପ.
ଜିଏସଟି ଓ ଅନ୍ୟାନ୍ୟ ଟିକସ-୧୮ ପ.
ଅଣ-ଟିକସ ରାଜସ୍ୱ- ୭ ପ.
ଅଣ-ଋଣ ପୁଞ୍ଜି ଆୟ-୧ ପ.
ଟଙ୍କା ଟିଏ ଯିବ କୁଆଡ଼େ
ଟିକସ ଓ ଶୁଳ୍କରୁ ରାଜ୍ୟର ଭାଗ- ୨୦ ପ.
ସୁଧ ଦେୟ- ୨୦ ପ.
କେନ୍ଦ୍ରୀୟ ଯୋଜନା- ୮ ପ.
ଫାଇନାନ୍ସ କମିଶନ ଓ ଅନ୍ୟ ଟ୍ରାନ୍ସଫର- ୮ ପ.
କେନ୍ଦ୍ର ପ୍ରାୟୋଜିତ ଯୋଜନା- ୧୬ ପ.
ପ୍ରତିରକ୍ଷା- ୮ ପ.
ସବସିଡି- ୬ ପ.
ପେନସନ- ୪ ପ.
ଅନ୍ୟାନ୍ୟ ଖର୍ଚ୍ଚ: ୯ପ.
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।