ସୋମାଲିଆ ଉପକୂଳରୁ ଏକ ମାଲବାହୀ ଜାହାଜ ହାଇଜାକ୍ ହୋଇଯାଇଛି। 'MV LILA NORFOLK' ଜାହଜକୁ ଅପହରଣ କରାଯାଇଥିବା ସୂଚନା ମିଳିଛି। ଏହି ଜାହାଜରେ ୧୫ ଜଣ ଭାରତୀୟ ଥିଲେ। ସମସ୍ତ ୧୫ ଜଣ ଜାହାଜର କ୍ରୁ ମେମ୍ବର ବା ଜାହାଜ କର୍ମଚାରୀ।
ସେମାନଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ପଦକ୍ଷେପ ନେଇଛି ଭାରତୀୟ ନୌସେନା। ନୌସେନାର ଯୁଦ୍ଧ ଜାହାଜ INS ଚେନ୍ନାଇକୁ ସେଠାକୁ ପଠାଯାଇଥିବା ସୂଚନା ମିଳିଛି। ଏନେଇ ଜଣେ ନୌସେନା ଅଧିକାରୀ ସୂଚନା ଦେଇଛନ୍ତି।
Also Read
ଜଣେ ଅଧିକାରୀ କହିଛନ୍ତି ଯେ 'ହାଇଜାକ୍ ହୋଇଥିବା ଜାହାଜ 'MV LILA NORFOLK' ଉପରେ କଡା ନଜର ରଖିଛି ଭାରତୀୟ ନୌସେନା। ସୋମାଲିଆ ଉପକୂଳରୁ ଅପହରଣ ହୋଇଥିବା ଜାହାଜରେ ମୋଟ ୧୫ ଜଣ ଭାରତୀୟ କ୍ରୁ ମେମ୍ବର ଥିଲେ। ସେମାନଙ୍କ ସହ ନିରନ୍ତର ଯୋଗାଯୋଗ ରଖାଯାଇଛି। ବର୍ତ୍ତମାନ ନୌସାନର ଯୁଦ୍ଧ ଜାହାଜ INS ଚେନ୍ନାଇକୁ ସେଠାକୁ ପଠାଯାଇଛି।'
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
EVMକୁ ନେଇ ବଢ଼ିଲା ଇଣ୍ଡିଆ ବ୍ଲକରେ ଫାଟ: ଏଥର କଂଗ୍ରେସକୁ ଘେରିଲା TMC
ଇଭିଏମ ହ୍ୟାକ କରି ବିଜେପି ନିର୍ବାଚନରେ ଜିତୁଥିବା କଂଗ୍ରେସ ବାରମ୍ବାର ଅଭିଯୋଗ କରି ଆସୁଛି। ହେଲେ କଂଗ୍ରେସ ନେତୃତ୍ୱାଧୀନ ଇଣ୍ତିଆ ବ୍ଲକରେ ଥିବା ଗୋଟିଏ ପରେ ଗୋଟିଏ ଦଳ ଏହା ବିରୋଧରେ ମତ ରଖିବାରେ ଲାଗିଛନ୍ତି।
National
ପ୍ରଦୂଷଣ ପୂରା ଭାରତର ସମସ୍ୟା: ପ୍ରଦୂଷିତ ସହରଗୁଡ଼ିକର ତାଲିକା ମାଗିଲେ ସୁପ୍ରିମକୋର୍ଟ
ଦିଲ୍ଲୀ-ଏନସିଆରରେ ବାୟୁର ଗୁଣବତ୍ତାକୁ ଯାଞ୍ଚ କରିବା ସହ ଏଥିରେ ସୁଧାର ଆଣିବା ପାଇଁ ଗଠନ ହୋଇଥିବା ବାୟୁ ଗୁଣବତ୍ତା ପରିଚାଳନା କମିଶନ ଭଳି ସଂସ୍ଥା ସବୁ ରାଜ୍ୟ ପାଇଁ ପ୍ରତିଷ୍ଠା କରାଯାଇ ପାରେ ବୋଲି ମଧ୍ୟ କୋର୍ଟ ମତ ରଖିଛନ୍ତି।
Politics
ପାଲେଷ୍ଟାଇନ ଲେଖାଥିବା ବ୍ୟାଗ ଧରି ସଂସଦରେ ପହଞ୍ଚିଲେ ପ୍ରିୟଙ୍କା, ଏମିତି କହିଲା ବିଜେପି
ବିଜେପି ଏହାକୁ ତୁଷ୍ଟୀକରଣ ପାଇଁ ଉଦ୍ୟମ ବୋଲି କହି ତାଚ୍ଛଲ୍ୟ କରିଥିବା ବେଳେ ଏହାର ଜବାବ ପ୍ରିୟଙ୍କା ଗାନ୍ଧି ଦେଇଛନ୍ତି।
National
ପ୍ରଦୂଷଣ ସ୍ଥିତି ଭୟଙ୍କର: ରାଜଧାନୀରେ ଲାଗିଲା GRAP-III
ଦିଲ୍ଲୀରେ ଆଜି ବାୟୁର ଗୁଣବତ୍ତା ସାଂଘାତିକ ଶ୍ରେଣୀରେ ରହିଛି। ଏଠାରେ ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୧ରୁ ୪୫୦ ମଧ୍ୟରେ ଅଛି।
National
ମହିଳାଙ୍କ ସୁରକ୍ଷା: ଦୋଷୀଙ୍କୁ ନପୁଂସକ କରିବାକୁ ସୁପ୍ରିମକୋର୍ଟରେ ଯୁକ୍ତି
ମହିଳାଙ୍କ ସୁରକ୍ଷା ସମ୍ପର୍କିତ ଗାଇଡଲାଇନ ଆଣିବା ଦାବିରେ ହୋଇଥିବା ଆବେଦନର ଶୁଣାଣି କରି ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଉଜ୍ଜ୍ୱଳ ଭୂୟାଁ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟକୁ ନୋଟିସ କରିଛନ୍ତି।