ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି

ନଭେମ୍ବର ୧୦ରେ ସରୁଛି ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼ଙ୍କ କାର୍ଯ୍ୟକାଳ।

Justice Sanjiv Khanna

ଜଷ୍ଟିସ ସଞ୍ଜୀବ ଖାନ୍ନା

Debibandita Barick
  • Published: Thursday, 17 October 2024
  • Updated: 17 October 2024, 10:28 AM IST

ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କ ଅବସର ପରେ ସେ ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ। 

ଏନେଇ କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ସୁପାରିସ କରିଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼। ଆସନ୍ତା ନଭେମ୍ବର ୧୦ରେ ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼ ଅବସର ନେବେ। ଏହାପରେ ଜଷ୍ଟିସ ସଞ୍ଜୀବ ଖାନ୍ନା ନଭେମ୍ବର ୧୧ରେ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ତାଙ୍କ କାର୍ଯ୍ୟକାଳ ଛଅ ମାସ ରହିବ।

ଅର୍ଥାତ୍ ଜଷ୍ଟିସ ଖାନ୍ନାଙ୍କ କାର୍ଯ୍ୟକାଳ ଆସନ୍ତା ବର୍ଷ ମେ ୧୩ରେ ଶେଷ ହେବ। ୧୯୮୩ରେ ଦିଲ୍ଲୀ ବାର୍ କାଉନସିଲରେ ପଞ୍ଜୀକରଣ ସହ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଜଷ୍ଟିସ ଖାନ୍ନା। ପ୍ରଥମେ ସେ ହଜାରି କମ୍ପ୍ଲେକ୍ସ ଜିଲ୍ଲାକୋର୍ଟରେ ଓକିଲ ଭାବେ ଅଭ୍ୟାସ କରିଥିଲେ।

Also Read

ଏହାପରେ ବିଭିନ୍ନ ହାଇକୋର୍ଟରେ ଓକିଲାତି କରିବା ସହ ସହକାରୀ ସରକାରୀ ଓକିଲ ଭାବେ ଦିଲ୍ଲୀ ହାଇକୋର୍ଟରେ କାର୍ଯ୍ୟ କରିଥିଲେ। ପରେ ଆମିକସ କ୍ୟୁରି ଭାବେ ନିଯୁକ୍ତି ପାଇଥିଲେ। 

୨୦୦୫ରେ ଦିଲ୍ଲୀ ହାଇକୋର୍ଟର ଆଡିସନାଲ ଜଜ୍ ହୋଇଥିଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା। ୨୦୦୬ରେ ତାଙ୍କୁ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ଏହାପରେ ୨୦୧୯ରୁ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ। ସେବେଠାରୁ ସେ ସୁପ୍ରିମକୋର୍ଟ ବିଚାରପତି ଭାବେ କାର୍ଯ୍ୟ କରିଆସୁଛନ୍ତି। ଆଗାକୁ ସେ ଦେଶର ସର୍ବୋଚ୍ଚ ଅଦାଲତର ପ୍ରଧାନ ବିଚାରପତି ହେବାକୁ ଯାଉଛନ୍ତି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story