Advertisment

ଆରମ୍ଭ ହେଲା ବାତ୍ୟା 'ବିପର୍ଯ୍ୟୟ'ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା

ବାତ୍ୟା ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ କରି ବ୍ୟାପକ କ୍ଷୟକ୍ଷତି କରିଛି। ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ଆରମ୍ଭ ହୋଇଥିବା ବେଳେ ବିଦ୍ୟୁତ ଖୁଣ୍ଟ ମଧ୍ୟ ଭାଙ୍ଗି ଯାଇଛି। ସମୁଦ୍ରରେ ମଧ୍ୟ ବଡ଼ବଡ଼ ଜୁଆର ଉଠିବାରଆ ଲାଗିଛି। ଉପକୂଳ ଅଞ୍ଚଳରୁ ବାତ୍ୟାକୁ ଦୃଷ୍ଟିରେ ରଖି ୧ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି।

Advertisment

ଆରମ୍ଭ ହେଲା ବାତ୍ୟା 'ବିପର୍ଯ୍ୟୟ'ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା, ସର୍ବପ୍ରଥମେ କଚ୍ଛ ଜିଲ୍ଲାର ଜଖୌ ବନ୍ଦର ନିକଟରେ କଲା ଲ୍ୟାଣ୍ଡଫଲ, ଘଣ୍ଟାକୁ ୧୫ କିମି ବେଗର ଗତି କରୁଛି ‘ବିପର୍ଯ୍ୟୟ’, ମଧ୍ୟରାତ୍ରି ପର୍ଯ୍ୟନ୍ତ ଲାଗି ରହିବ ଲ୍ୟାଣ୍ଡଫଲ ପ୍ରକ୍ରିୟା। ବାତ୍ୟା ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ କରି ବ୍ୟାପକ କ୍ଷୟକ୍ଷତି କରିଛି। ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ପଡ଼ିଥିବା ବେଳେ ବିଦ୍ୟୁତ ଖୁଣ୍ଟ ମଧ୍ୟ ଭାଙ୍ଗି ଯାଇଛି। ସମୁଦ୍ରରେ ମଧ୍ୟ ବଡ଼ବଡ଼ ଜୁଆର ଉଠିବାର ଲାଗିଛି। ଉପକୂଳ ଅଞ୍ଚଳରୁ ବାତ୍ୟାକୁ ଦୃଷ୍ଟିରେ ରଖି ୧ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। 

Advertisment
Biparjoy Cyclone
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe