ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବିପର୍ଯ୍ୟୟ’ ଆଜି ଗୁଜରାଟ ଉପକୂଳ ଛୁଇଁବ। ବାତ୍ୟାଟି ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇ ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଏହା ମାଣ୍ଡଭି ଓ କରାଚି ମଧ୍ୟରେ ଥିବା ଜଖୌ ବନ୍ଦର ନିକଟରେ ସନ୍ଧ୍ୟା ୬ରୁ ୮ଟା ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର।। ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟାପ୍ରତି ୧୨୫ରୁ ୧୫୦ କିଲୋମିଟର ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକା ପତ୍ନୀର ସହମତିରେ ଶାରୀରିକ ସମ୍ପର୍କ ସ୍ଥାପନ ବି ଦୁଷ୍କର୍ମ: ବମ୍ବେ ହାଇକୋର୍ଟ
ଜଣେ ଯୁବତୀ ସ୍ୱାମୀଙ୍କ ବିରୁଦ୍ଧରେ ଆଣିଥିବା ଦୁଷ୍କର୍ମ ଅଭିଯୋଗର ଶୁଣାଣି ସମୟରେ ଏପରି ଟିପ୍ପଣୀ ଦେଇଛନ୍ତି ବମ୍ବେ ହାଇକୋର୍ଟ।
National
ଗାୟକ ଦିଲଜିତ ଦୋସାଞ୍ଜଙ୍କୁ ତେଲାଙ୍ଗାନା ସରକାରଙ୍କ ନୋଟିସ୍
ଆଜି ହାଇଦ୍ରାବାଦରେ ଗାୟକ ଦିଲଜିତ ଦୋସାଞ୍ଜଙ୍କ ମ୍ୟୁଜିକ୍ କନ୍ସର୍ଟର କାର୍ଯ୍ୟକ୍ରମ ରହିଛି।
National
ନିଜ ମାଲିକଙ୍କୁ କାମୁଡ଼ି ଲହୁଲୁହାଣ କଲା ପୋଷା କୁକୁର
୨୬ ବର୍ଷୀୟ ଯୁବକଙ୍କ ମୁହଁକୁ କାମୁଡ଼ି ଲହୁଲୁହାଣ କରିଛି ନିଜ ପୋଷା ପିଟ୍ବୁଲ୍ କୁକୁର। ଡାକ୍ତରଖାନାରେ ଅସ୍ତ୍ରୋପଚାର ପରେ ଚିକିତ୍ସାଧୀନ ଅଛନ୍ତି ଯୁବକ।