ଭୟଙ୍କର ରୂପରେ ମାଡ଼ି ଆସୁଛି ‘ବିପର୍ଯ୍ୟୋୟ’ | Odisha Reporter
ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବିପର୍ଯ୍ୟୟ’ ଆଜି ଗୁଜରାଟ ଉପକୂଳ ଛୁଇଁବ। ବାତ୍ୟାଟି ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇ ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଏହା ମାଣ୍ଡଭି ଓ କରାଚି ମଧ୍ୟରେ ଥିବା ଜଖୌ ବନ୍ଦର ନିକଟରେ ସନ୍ଧ୍ୟା ୬ରୁ ୮ଟା ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର।। ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟାପ୍ରତି ୧୨୫ରୁ ୧୫୦ କିଲୋମିଟର ରହିବ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
