Advertisment

ଭୟଙ୍କର ରୂପରେ ମାଡ଼ି ଆସୁଛି ‘ବିପର୍ଯ୍ୟୋୟ’

ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବିପର୍ଯ୍ୟୟ’ ଆଜି ଗୁଜରାଟ ଉପକୂଳ ଛୁଇଁବ। ବାତ୍ୟାଟି ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇ ଉତ୍ତର ପୂର୍ବ ଦିଗରେ ଗତି କରୁଛି।

Advertisment

ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବିପର୍ଯ୍ୟୟ’ ଆଜି  ଗୁଜରାଟ ଉପକୂଳ ଛୁଇଁବ। ବାତ୍ୟାଟି ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇ ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଏହା ମାଣ୍ଡଭି ଓ କରାଚି ମଧ୍ୟରେ ଥିବା ଜଖୌ ବନ୍ଦର ନିକଟରେ ସନ୍ଧ୍ୟା ୬ରୁ ୮ଟା ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର।। ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟାପ୍ରତି ୧୨୫ରୁ ୧୫୦ କିଲୋମିଟର ରହିବ।

Advertisment
Gujarat Biparjoy Cyclone
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe