କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍ସନ୍ଭୋଗୀଙ୍କ ପାଇଁ ଖୁସି ଖବର। ସରକାର ସେମାନଙ୍କ ମହଙ୍ଗା ଭତ୍ତା ବା DA ବଢ଼ାଇଛନ୍ତି। ଆଜି କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲ ଏହି ସୂଚନା ଦେଇଛନ୍ତି।
କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍ସନ୍ଭୋଗୀଙ୍କ ମହଙ୍ଗା ଭତ୍ତାକୁ ସରକାର ୪% ବୃଦ୍ଧି କରିଛନ୍ତି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହି ବୃଦ୍ଧି ସହିତ ସେମାନଙ୍କ ମହଙ୍ଗା ଭତ୍ତା ୫୦%ରେ ପହଞ୍ଚିଛି।
ଏହା ପୂର୍ବରୁ କେନ୍ଦ୍ର ସରକାର ତାଙ୍କ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଗତ ବର୍ଷ ଅକ୍ଟୋବର ମାସରେ ବଢ଼ାଇଥିଲେ। ସେତେବେଳେ ବି ସରକାର ୪% ବୃଦ୍ଧି କରିଥିଲେ। ୨୦୨୩ ଜୁଲାଇ ୧ରୁ ପିଛିଲା ଭାବେ ଏହାକୁ ଲାଗୁ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୨ ଘଣ୍ଟା ଅପେକ୍ଷା କଲେ, ଦିଲ୍ଲୀରୁ ବିମାନ ଆସିବା ପରେ ଫେରିଲେ ପ୍ରଧାନମନ୍ତ୍ରୀ ମୋଦି
ପ୍ରଧାନମନ୍ତ୍ରୀ ମୋଦି ଆଜି ଅପରାହ୍ନର ବିମାନରେ ବସିଥିବା ବେଳେ ଏହା ଦେଓଘର ଏୟାରପୋର୍ଟରୁ ଉଡ଼ାଣ ଭରିବାର ଥିଲା। କିନ୍ତୁ ହଠାତ୍ ବିମାନରେ ବୈଷୟିକ ତ୍ରୁଟି ଦେଖାଯାଇଥିଲା।
Crime
ସମାନ ସମୟରେ ମାଂସ ପାଇଁ ଯାଇଥିଲେ, କିନ୍ତୁ ଦୋକାନ ପାଖରେ ଜଣେ ଆଉ ଜଣଙ୍କୁ ହତ୍ୟା କଲେ
ମୀରଟର ୩୫ ବର୍ଷୀୟ ଶାହଜାଦଙ୍କୁ ସର୍ବସମ୍ମୁଖରେ ହତ୍ୟା କରାଯାଇଛି। ଶାହଜାଦ ଓ ଆଉ ଜଣେ ବ୍ୟକ୍ତି ଗୁରୁବାର ମଧ୍ୟାହ୍ନରେ ମାଂସ ଦୋକାନର ମାଲିକ ଗୁଲଜାରଙ୍କ ପାଖରେ ପହଞ୍ଚିଥିଲେ।
Politics
ପ୍ରଶ୍ନ କରିଥିଲେ ଉଦ୍ଧବ ଠାକରେ, ଯାଞ୍ଚ ହେଲା ଅମିତ ଶାହଙ୍କ ହେଲିକପ୍ଟର
ଯାଞ୍ଚ ବେଳର ଭିଡିଓକୁ ଅମିତ ଶାହ ନିଜେ ଏକ୍ସରେ ପୋଷ୍ଟ କରିଛନ୍ତି। ଏଥିରେ ଅଧିକାରୀମାନେ କେମିତି ଶାହଙ୍କ ହେଲିକପ୍ଟରରେ ଥିବା ବ୍ୟାଗଗୁଡ଼ିକୁ ଯାଞ୍ଚ କରୁଛନ୍ତି, ତା’ର ଦୃଶ୍ୟ ରହିଛି।
National
୪୫ ମିନିଟ ଯାଏ ଅଟକି ରହିଲା ରାହୁଲ ଗାନ୍ଧିଙ୍କ ହେଲିକପ୍ଟର
ଦୀର୍ଘ ୪୫ ମିନିଟ ଧରି ଅପେକ୍ଷା କରିବା ପରେ ଶେଷରେ ରାହୁଲ ଗାନ୍ଧି ହେଲିକପ୍ଟର ଯୋଗେ ଉଡ଼ାଣ ଭରିଥିଲେ। ବିମାନ ହେଲିପ୍ୟାଡରେ ରହିଥିବା ବେଳେ ଏହା ମଧ୍ୟରେ ରାହୁଲ ଗାନ୍ଧି ମଧ୍ୟ ବସି ରହିଥିଲେ।
National
ପ୍ରଧାନମନ୍ତ୍ରୀ ମୋଦିଙ୍କ ବିମାନରେ ତ୍ରୁଟି, ଉଡ଼ାଣ ବିଳମ୍ବ
ଦେଓଘର ଏୟାରପୋର୍ଟରୁ ସେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଫେରିବାର କାର୍ଯ୍ୟକ୍ରମ ରହିଥିଲା।