କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍ସନ୍ଭୋଗୀଙ୍କ ପାଇଁ ଖୁସି ଖବର। ସରକାର ସେମାନଙ୍କ ମହଙ୍ଗା ଭତ୍ତା ବା DA ବଢ଼ାଇଛନ୍ତି। ଆଜି କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲ ଏହି ସୂଚନା ଦେଇଛନ୍ତି।
କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍ସନ୍ଭୋଗୀଙ୍କ ମହଙ୍ଗା ଭତ୍ତାକୁ ସରକାର ୪% ବୃଦ୍ଧି କରିଛନ୍ତି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହି ବୃଦ୍ଧି ସହିତ ସେମାନଙ୍କ ମହଙ୍ଗା ଭତ୍ତା ୫୦%ରେ ପହଞ୍ଚିଛି।
ଏହା ପୂର୍ବରୁ କେନ୍ଦ୍ର ସରକାର ତାଙ୍କ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଗତ ବର୍ଷ ଅକ୍ଟୋବର ମାସରେ ବଢ଼ାଇଥିଲେ। ସେତେବେଳେ ବି ସରକାର ୪% ବୃଦ୍ଧି କରିଥିଲେ। ୨୦୨୩ ଜୁଲାଇ ୧ରୁ ପିଛିଲା ଭାବେ ଏହାକୁ ଲାଗୁ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

National
କାହିଁକି ଦୁଇ ପିଲାଙ୍କୁ ମାରି ନିଜେ ଝୁଲି ପଡ଼ିଲେ ଦମ୍ପତି?
ଦମ୍ପତି ନିଜର ଦୁଇ ବଢ଼ିଲା ପିଲାଙ୍କୁ ମାରିବା ପରେ ନିଜେ ମଧ୍ୟ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ଗ୍ରହଣ କରିଛନ୍ତି।

Health
ଜନ ଔଷଧୀ- ସୁଲଭ ମୂଲ୍ୟରେ ଗୁଣାତ୍ମକ ଔଷଧ
‘ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧି ପ୍ରକଳ୍ପ’ ନଭେମ୍ବର ୨୦୦୮ରେ କେନ୍ଦ୍ରୀୟ ଫାର୍ମା ପବ୍ଲିକ୍ ସେକ୍ଟର ଅଣ୍ଡରଟେକିଂ ସହିତ ମିଳିତ ଭାବରେ ଔଷଧ ବିଭାଗ ଦ୍ୱାରା ଆରମ୍ଭ କରାଯାଇଥିଲା। ଉତ୍ସର୍ଗୀକୃତ ଆଉଟଲେଟ୍ ମାଧ୍ୟମରେ ଜନସାଧାରଣଙ୍କୁ ସୁଲଭ ମୂଲ୍ୟରେ ଗୁଣାତ୍ମକ ଔଷଧ ଯୋଗାଇବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ରହି ଆସିଛି।

Politics
ମୁଖ୍ୟମନ୍ତ୍ରୀଙ୍କୁ କିଏ କରୁଛି ବଦନାମ: ବିଧାନସଭାରେ ଗୃହ ବିଭାଗର ଦାୟିତ୍ୱହୀନ ଉତ୍ତରକୁ ନେଇ ଚର୍ଚ୍ଚା
ମୁଖ୍ୟମନ୍ତ୍ରୀଙ୍କ ମୁହଁରେ ବିଧାନସଭାରେ ଗୃହବିଭାଗ ଯେଉଁ ଲିଖିତ ଉତ୍ତର ରଖୁଛି ତାକୁ ପ୍ରସ୍ତୁତ କରୁଛି କିଏ? ବିଧାନସଭା ଭଳି ପବିତ୍ର ଗୃହରେ ଏଭଳି ଦାୟିତ୍ୱହୀନ ଓ ଅରୁଚିକର ଲିଖିତ ଉତ୍ତର ରଖିବାକୁ ପ୍ରଶାସନିକ କଳ ସାହାସ ଜୁଟାଉଛି କେମିତି?

National
ନିଆଁ ଓ ବିଷ ଯେତେବେଳେ ହିନ୍ଦୀ ଯାତ୍ରାକୁ ତାମିଲନାଡୁରେ ଅଟକାଇଥିଲା
ହିନ୍ଦୀ ଭାଷା ବିରୋଧ କରି ୭୦ ଜଣଙ୍କ ଜୀବନ ଯାଇଥିବା ବେଳେ ହଜାର ହଜାର ଲୋକ ଜେଲ ଯାଇଥିଲେ। ଦିନକୁ ଦିନ ଆତ୍ମାହୁତି, ବିଷ ପାନ ଓ ହିଂସାତ୍ମକ ବିକ୍ଷୋଭ ରାଜ୍ୟକୁ ଦୋହଲାଇ ଦେଇଥିଲା। ସ୍ଥିତି ବିଗିଡ଼ିବାରୁ ତତ୍କାଳୀନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଘଟଣାରେ ହସ୍ତକ୍ଷେପ କରିଥିଲେ।

National
ଭାରତ ତୁଳନାରେ ଦୁବାଇରେ କେତେ ଶସ୍ତା ସୁନା? କାହିଁକି ହେଉଛି ସ୍ମଗଲିଂଗ?
ନିକଟରେ କନ୍ନଡ ଅଭିନେତ୍ରୀ ରନୟା ରାଓଙ୍କୁ ୧୪.୨ କେଜି ସୁନା ସହ ବେଙ୍ଗାଲୁରୁ ଏୟାରପୋର୍ଟରୁ ଗିରଫ କରାଯାଇଥିଲା।