Advertisment

ନୂଆ ହିଟ୍‌ ଆଣ୍ଡ ରନ୍‌ ଆଇନକୁ ନେଇ ଡ୍ରାଇଭର ଛାନିଆ

ଯଦି କୌଣସି ଟ୍ରକ୍‌ କିମ୍ବା ଡମ୍ପର ଡ୍ରାଇଭର କାହା ଉପରେ ଗାଡ଼ି ମାଡ଼ କରନ୍ତି ଏବଂ ତାଙ୍କର ମୃତ୍ୟୁ ହୋଇଯାଏ, ତା’ହେଲେ ଡ୍ରାଇଭରଙ୍କୁ ୧୦ ବର୍ଷ ଜେଲ ଦଣ୍ଡ ମିଳିବ।

Advertisment

କେନ୍ଦ୍ର ସରକାର ନିକଟରେ ୩ ନୂଆ ଅପରାଧିକ ଆଇନ ପ୍ରଣୟନ କରିଛନ୍ତି। ଯଦି କୌଣସି ଟ୍ରକ୍‌ କିମ୍ବା ଡମ୍ପର ଡ୍ରାଇଭର କାହା ଉପରେ ଗାଡ଼ି ମାଡ଼ କରନ୍ତି ଏବଂ ତାଙ୍କର ମୃତ୍ୟୁ ହୋଇଯାଏ, ତା’ହେଲେ ଡ୍ରାଇଭରଙ୍କୁ ୧୦ ବର୍ଷ ଜେଲ ଦଣ୍ଡ ମିଳିବ। ଏଥିସହ ସେମାନଙ୍କୁ ୭ ଲକ୍ଷ ଟଙ୍କା ଜରିମାନା ମଧ୍ୟ ଦେବାକୁ ପଡିବ। ତେବେ ପୂର୍ବରୁ ଯେଉଁ ଆଇନ୍‌ ଥିଲା ସେଥିରେ ହିଟ୍‌ ଆଣ୍ଡ ରନ୍ ମାମଲାରେ ଫସିଥିବା ଡ୍ରାଇଭରଙ୍କୁ ବେଶ୍‌ ଅଳ୍ପ ଦିନ ମଧ୍ୟରେ ଜାମିନ ମିଳି ଯାଉଥିଲା। ଆଉ ଦୁଇ ବର୍ଷ ଜେଲ ଦଣ୍ଡର ବ୍ୟବସ୍ଥା ଥିଲା।

Advertisment
DRIVER STRIKE Protest
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe