ଆଜି ସକାଳୁ ସକାଳୁ ଭୂକମ୍ପ ଝଟକାରେ ଥରିଛି ଲେହ଼ ଲଦାଖ । ଲେହ-ଲଦାଖରେ ହୋଇଥିବା ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୫ ଏବଂ ଜମ୍ମୁ କଶ୍ମୀରରେ ୩.୭ ରେକର୍ଡ଼ କରାଯାଇଛି। ଏ ନେଇ ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି ଫକ୍ଷରୁ ସୂଚନା ଦିଆଯାଇଛି ।
ବୁଧବାର ଭୋର ପ୍ରାୟ ୪ଟା ୩୩ ମିନିଟରେ ଏବଂ ଜାମ୍ମୁ କାଶ୍ମୀରରେ ରାତି ୧ଟା ୧୦ ମିନିଟରେ ଏହି ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା।
Also Read
ଜମ୍ମୁ କଶ୍ମୀର ନିକଟବର୍ତ୍ତୀ କିଶତୱାଡରେ ଗତ କାଲି ରାତି ପ୍ରାୟ ୧ଟା୧୦ରେ ୫ କିମି ଗଭୀରରେ ଭୂକମ୍ପର କେନ୍ଦ୍ରସ୍ଥଳ ଥିବା ଜଣାଯାଇଛି। ଭୂକମ୍ପ ଝଟକା ଯୋଗୁ ଲୋକେ ଭୟଭୀତ ହୋଇ ଘର ବାହାରକୁ ଚାଲି ଆସିଥିଲେ। ତେବେ ଏଥିଯୋଗୁ କୌଣସି କ୍ଷୟକ୍ଷତି ଘଟିଥିବା ନେଇ କୌଣସି ସୂଚନା ମିଳିନି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ବିଶ୍ୱର ସର୍ବୋଚ୍ଚ ରେଲୱେ ବ୍ରିଜ; ଭାରତୀୟ ରେଲୱେର ଡ୍ରିମ୍ ପ୍ରୋଜେକ୍ଟ
ଚେନାବ ନଦୀ ବୁକୁରେ ଠିଆ ହୋଇଥିବା ଏହି ଚେନାବ ବ୍ରିଜର ଉଚ୍ଚତା ଆଇଫିଲ୍ ଟାୱାରଠାରୁ ବି ଅଧିକ। ଏହା ବ୍ଲାଷ୍ଟ ପ୍ରୁଫ ଓ ଭୂକଂପ ନିରୋଧୀ।
![Priyanka Gandhi Priyanka Gandhi](https://assets.odishareporter.in/uploadimage/library/16_9/16_9_3/IMAGE_1734540239.jpg)
Politics
ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ପାଇଁ ଜେପିସି: ୩୧ ସାଂସଦଙ୍କ ମଧ୍ୟରେ ପ୍ରିୟଙ୍କା, ସମ୍ବିତ ଓ ଭର୍ତ୍ତୃହରି
ଏନସିପି ସାଂସଦ ସୁପ୍ରିୟା ସୁଲେ ଓ ବିଜେପି ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ମଧ୍ୟ କମିଟିରେ ରହିଛନ୍ତି।
![Boat Boat](https://assets.odishareporter.in/uploadimage/library/16_9/16_9_3/Boat_1734536469.jpg)
National
ଯାତ୍ରୀବାହୀ ଡଙ୍ଗାକୁ ନୌସେନା ସ୍ପିଡ ବୋଟ ଧକ୍କା ଦେବା ଘଟଣାରେ ୧୩ ମୃତ
ଇଞ୍ଜିନ ଟ୍ରାଏଲ ପାଇଁ ସମୁଦ୍ରରେ ଚକର ମାରୁଥିବା ନୌସେନାର ସ୍ପିଡ ବୋଟଟି ହଠାତ୍ ନିୟନ୍ତ୍ରଣ ହରାଇଥିଲା। ଫଳରେ ଏହା ସାମ୍ନାକୁ ଆସୁଥିବା ଯାତ୍ରୀବାହୀ ଡଙ୍ଗାକୁ ଧକ୍କା ଦେଇଥିଲା।
![amit shah amit shah](https://assets.odishareporter.in/uploadimage/library/16_9/16_9_3/amit_shah_1734532776.jpg)
Politics
‘ଆମ୍ବେଦକର ବିବାଦ’ରେ ସ୍ପଷ୍ଟୀକରଣ ରଖିଲେ ଅମିତ ଶାହ, କହିଲେ- ଇସ୍ତଫା ଦେବିନି
ବିରୋଧୀଙ୍କ ସ୍ୱର ଶାଣିତ ହେଉଥିବା ବେଳେ ଆଜି ସାମ୍ବାଦିକ ସମ୍ମିଳନୀ କରି ପୂରା ବିବାଦ ଉପରେ ସ୍ପଷ୍ଟୀକରଣ ରଖିଛନ୍ତି ଅମିତ ଶାହ। ଏହି ସମୟରେ ସେ କଂଗ୍ରେସକୁ ସମାଲୋଚନା କରିବାକୁ ଆଦୌ ପଛାଇ ନାହାନ୍ତି।
![Boat Boat](https://assets.odishareporter.in/uploadimage/library/16_9/16_9_3/Boat_1734525834.jpg)
National
ସମୁଦ୍ରରେ ଯାତ୍ରୀବାହୀ ଡଙ୍ଗାକୁ ପିଟିଲା ସ୍ପିଡ୍ ବୋଟ୍
ବର୍ତ୍ତମାନ ସୁଦ୍ଧା ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଉଦ୍ଧାରକାରୀ ଦଳ ପାଣି ଭିତରକୁ ୬୬ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରିଛନ୍ତି।