ଘରେ ଲାଗିଗଲା ନିଆଁ। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଦିଲ୍ଲୀର ପିତମପୁରା ଅଞ୍ଚଳରେ ଆଜି ସନ୍ଧ୍ୟାରେ ଘଟିଛି ଏହି ଘଟଣା। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଓ ୨ ଜଣ ପୁରୁଷ ଅଛନ୍ତି। ଆଉ କିଛି ଲୋକ ଆହତ ହୋଇଥିବା ସୂଚନା ମିଳିଛି।
ଖବର ପାଇ ପୁଲିସ୍ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ନିଆଁ ଲିଭାଇବା ପାଇଁ ଦମକଳ ବାହିନୀର ୮ଟି ଗାଡ଼ି ଲାଗିଥିଲେ। ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
କେତେ ସଫଳ ହେବ ବିଜେପି-ଏଆଇଏଡିଏମକେ ମେଣ୍ଟ?
ଉଭୟ ଦଳ ମେଣ୍ଟ କରି କ’ଣ ପାଇବାକୁ ଓ କ’ଣ ପ୍ରମାଣିତ କରିବାକୁ ଚାହୁଁଛନ୍ତି?

National
ତହବୁର ରାଣା: ପାକ୍ ଆର୍ମି ପୋଷାକ ପ୍ରତି ପ୍ରେମ ଓ ଆଇଏସଆଇ ସହ ବୈଠକ
କଡ଼ା ସୁରକ୍ଷା ବଳୟ ଓ ୨୪ ଘଣ୍ଟିଆ ସର୍ଭେଲାନ୍ସ ମଧ୍ୟରେ ରାଣାକୁ ଘନଘନ ଜେରା କରାଯାଉଛି।
Health
ଭାରତୀୟଙ୍କଠାରେ ଭିଟାମିନ ଡି’ର ଘୋର ଅଭାବ
ICRIER ଦେଇଥିବା ଏହି ରିପୋର୍ଟର ଶୀର୍ଷକ ରହିଛି ‘ରୋଡ୍ମ୍ୟାପ୍ ଟୁ ଆଡ୍ରେସ ଭିଟାମିନ୍ ଡି ଡେଫିସିଏନ୍ସୀ ଇନ୍ ଇଣ୍ଡିଆ’। ଏହି ରିପୋର୍ଟ ଅନୁଯାୟୀ, ଭାରତରେ ସବୁ ବର୍ଗର ଓ ବୃତ୍ତିର ଲୋକଙ୍କଠାରେ ଭିଟାମିନ ଡି’ର ଅଭାବ ଦେଖାଯାଇଛି।

National
ତହବୁର ରାଣାକୁ ଏନଆଇଏ କରୁଛି ଜେରା: ରହସ୍ୟମୟ ‘ଦୁବାଇ ବ୍ୟକ୍ତି’ କିଏ?
ମୁମ୍ବାଇ ୨୬/୧୧ ହମଲା ପୂର୍ବରୁ ରାଣା ଜଣେ ରହସ୍ୟମୟ ବ୍ୟକ୍ତିକୁ ଦୁବାଇରେ ଭେଟିଥିଲା।

Crime
କେମିତି ନାକ ଫୁଲ ଯୋଗୁ ଧରାପଡ଼ିଲେ ହତ୍ୟାକାରୀ?
ମହିଳା ଜଣଙ୍କ ନାକରେ ପିନ୍ଧିଥିବା ଗୋଟିଏ ସୁନା ପିନ୍ ବା ନାକ ଫୁଲ ସହାୟତାରେ ପୁଲିସ୍ ପୂରା ଘଟଣା ଉପରୁ ପରଦା ହଟାଇବାକୁ ସକ୍ଷମ ହୋଇଛି।