Advertisment

ଘରେ ଲାଗିଗଲା ନିଆଁ, ୫ ମୃତ

ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଅଦ୍ୟତନ ହୋଇଛି
Fire

Fire

Advertisment

ଘରେ ଲାଗିଗଲା ନିଆଁ। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଦିଲ୍ଲୀର ପିତମପୁରା ଅଞ୍ଚଳରେ ଆଜି ସନ୍ଧ୍ୟାରେ ଘଟିଛି ଏହି ଘଟଣା। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଓ ୨ ଜଣ ପୁରୁଷ ଅଛନ୍ତି। ଆଉ କିଛି ଲୋକ ଆହତ ହୋଇଥିବା ସୂଚନା ମିଳିଛି। 

Advertisment

ଖବର ପାଇ ପୁଲିସ୍ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ନିଆଁ ଲିଭାଇବା ପାଇଁ ଦମକଳ ବାହିନୀର ୮ଟି ଗାଡ଼ି ଲାଗିଥିଲେ। ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

Accident Fire Breakout Fire Mishap
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe