Advertisment

ବିଜେପିରେ ମିଶିଲେ ପୂର୍ବତନ ବାୟୁସେନା ମୁଖ୍ୟ

ରାକେଶ କୁମାର ସିଂହ ଭଦୌରିଆ ୨୦୨୧ ସେପ୍ଟେମ୍ବର ମାସରେ ଚାକିରିରୁ ଅବସର ନେଇଥିଲେ।

author-image
Jitendra Garnayak
Anurag Thakur, RKS Bhadauria and Vinod Tawde

Anurag Thakur, RKS Bhadauria and Vinod Tawde

ଭାରତୀୟ ବାୟୁସେନାର ପୂର୍ବତନ ମୁଖ୍ୟ ରାକେଶ କୁମାର ସିଂହ ଭଦୌରିଆ ରବିବାର ବିଜେପିରେ ଯୋଗ ଦେଇଛନ୍ତି। ଦିଲ୍ଲୀରେ ବିଜେପି ସାଧାରଣ ସଂପାଦକ ବିନୋଦ ତାୱଡେ ଓ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁରଙ୍କ ଉପସ୍ଥିତିରେ ସେ ଦଳରେ ମିଶିଥିଲେ। 

Advertisment

ରାକେଶ କୁମାର ସିଂହ ଭଦୌରିଆ ୨୦୨୧ ସେପ୍ଟେମ୍ବର ମାସରେ ଚାକିରିରୁ ଅବସର ନେଇଥିଲେ। ତାଙ୍କ ପରେ ବିବେକ ରାମ ଚୌଧରୀ ବାୟୁସେନ ମୁଖ୍ୟ ଭାବେ ଦାୟିତ୍ୱ ନେଇଥିଲେ। 

Bjp Loka Sabha Election 2024