ଜମ୍ମୁ ଓ କଶ୍ମୀରର ପୁଞ୍ଛର ଭାଟା ଧୁରିଆଁ ଅଞ୍ଚଳରେ ସେନାର ଏକ ଟ୍ରକରେ ନିଆଁ ଲାଗିଯିବାରୁ ୪ ଜଣ ଯବାନଙ୍କ ମୃତ୍ୟୁ ଘଟିଛି।
ମିଳିଥିବା ସୂଚନା ଅନୁଯାୟୀ, ବଜ୍ରପାତ ଯୋଗୁ ଟ୍ରକରେ ନିଆଁ ଲାଗିଯାଇଥିଲା। ତେବେ ଟ୍ରକରେ ନିଆଁ କେମିତି ଲାଗିଲା, ସେ ନେଇ ତଦନ୍ତ ଚାଲିଛି।
ସେନା ଓ ପୁଲିସର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଭିକାରୀଙ୍କୁ ଭିକ ଦେଲେ ପୁଲିସ୍ କେସ୍ରେ ଫସିବେ, ନୂଆ ବର୍ଷରୁ ନୂଆ ନିୟମ
ଯଦି କେହି ଭିକାରୀଙ୍କୁ ନୂଆ ବର୍ଷ ଠାରୁ ଭିକ ଦିଅନ୍ତି, ତା’ହେଲେ ସେମାନଙ୍କ ନାଁରେ ଏଫଆଇଆର ରୁଜୁ କରାଯିବ।
Politics
EVMକୁ ନେଇ ବଢ଼ିଲା ଇଣ୍ଡିଆ ବ୍ଲକରେ ଫାଟ: ଏଥର କଂଗ୍ରେସକୁ ଘେରିଲା TMC
ଇଭିଏମ ହ୍ୟାକ କରି ବିଜେପି ନିର୍ବାଚନରେ ଜିତୁଥିବା କଂଗ୍ରେସ ବାରମ୍ବାର ଅଭିଯୋଗ କରି ଆସୁଛି। ହେଲେ କଂଗ୍ରେସ ନେତୃତ୍ୱାଧୀନ ଇଣ୍ତିଆ ବ୍ଲକରେ ଥିବା ଗୋଟିଏ ପରେ ଗୋଟିଏ ଦଳ ଏହା ବିରୋଧରେ ମତ ରଖିବାରେ ଲାଗିଛନ୍ତି।
National
ପ୍ରଦୂଷଣ ପୂରା ଭାରତର ସମସ୍ୟା: ପ୍ରଦୂଷିତ ସହରଗୁଡ଼ିକର ତାଲିକା ମାଗିଲେ ସୁପ୍ରିମକୋର୍ଟ
ଦିଲ୍ଲୀ-ଏନସିଆରରେ ବାୟୁର ଗୁଣବତ୍ତାକୁ ଯାଞ୍ଚ କରିବା ସହ ଏଥିରେ ସୁଧାର ଆଣିବା ପାଇଁ ଗଠନ ହୋଇଥିବା ବାୟୁ ଗୁଣବତ୍ତା ପରିଚାଳନା କମିଶନ ଭଳି ସଂସ୍ଥା ସବୁ ରାଜ୍ୟ ପାଇଁ ପ୍ରତିଷ୍ଠା କରାଯାଇ ପାରେ ବୋଲି ମଧ୍ୟ କୋର୍ଟ ମତ ରଖିଛନ୍ତି।
Politics
ପାଲେଷ୍ଟାଇନ ଲେଖାଥିବା ବ୍ୟାଗ ଧରି ସଂସଦରେ ପହଞ୍ଚିଲେ ପ୍ରିୟଙ୍କା, ଏମିତି କହିଲା ବିଜେପି
ବିଜେପି ଏହାକୁ ତୁଷ୍ଟୀକରଣ ପାଇଁ ଉଦ୍ୟମ ବୋଲି କହି ତାଚ୍ଛଲ୍ୟ କରିଥିବା ବେଳେ ଏହାର ଜବାବ ପ୍ରିୟଙ୍କା ଗାନ୍ଧି ଦେଇଛନ୍ତି।
National
ପ୍ରଦୂଷଣ ସ୍ଥିତି ଭୟଙ୍କର: ରାଜଧାନୀରେ ଲାଗିଲା GRAP-III
ଦିଲ୍ଲୀରେ ଆଜି ବାୟୁର ଗୁଣବତ୍ତା ସାଂଘାତିକ ଶ୍ରେଣୀରେ ରହିଛି। ଏଠାରେ ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୧ରୁ ୪୫୦ ମଧ୍ୟରେ ଅଛି।