ଆଖି ସାମ୍ନାରେ ଗାଁ ଭାସିଗଲା | Odisha Reporter
ପାଣିରେ ଭାସୁଛି ଉତ୍ତର ଭାରତ। କିଛି ଦିନ ହେଲା ଲାଗି ରହିଥିବା ଲଗାଣ ବର୍ଷାରେ ଦିଲ୍ଲୀରୁ କଶ୍ମୀର ଯାଏଁ ବିଭିନ୍ନ ରାଜ୍ୟରେ ସୃଷ୍ଟି ହୋଇଛି ଜଳ ପ୍ରଳୟ। ବର୍ଷା ଓ ବନ୍ୟାରେ ହିମାଚଳ ପ୍ରଦେଶ, ୟୁପି, ଉତ୍ତରାଖଣ୍ଡ, ପଞ୍ଜାବ, ଜମ୍ମୁ କଶ୍ମୀର ସ୍ଥିତି ଗମ୍ଭୀର ରହିଛି। ଏକାଧିକ ନଦୀ ବିପଦସଙ୍କେତ ଉପରେ ପ୍ରଭାବିତ ହେଉଛି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
