ବୁଡିଲା ଘର, ଭାସିଲା କାର୍ ! | Odisha Reporter
Advertisment
ଚେନ୍ନାଇରେ ଦେଖିବାକୁ ମିଳିଛି ବାତ୍ୟା ମିଗଜୋମ୍ର ପ୍ରଭାବ। ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି। ଫଳରେ ଉବୁଟୁବୁ ହେଉଛି ଚେନ୍ନାଇ। ପ୍ରବଳ ବର୍ଷା ଯୋଗୁ ଅନେକ ସ୍ଥାନରେ ଜଳାର୍ଣ୍ଣବ ପରିସ୍ଥିତି ସୃଷ୍ଟି ହୋଇଛି। ଚେନ୍ନାଇର ଇଷ୍ଟକୋଷ୍ଟ ରୋଡ୍ରେ ପ୍ରବଳ ବର୍ଷା ଯୋଗୁ ନିର୍ମାଣାଧୀନ କାନ୍ଥ ଭୁଶୁଡି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ସ୍କୁଲ, କଲେଜ ସମେତ ସମସ୍ତ ଶିକ୍ଷାନୁଷ୍ଠାନ, ବ୍ୟାଙ୍କଠାରୁ ଆରମ୍ଭ କରି ଅଫିସ୍ ସବୁ ବନ୍ଦ ଘୋଷଣା କରାଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us