ସତ୍ୟପାଠରେ ସାଂଘାତିକ ତଥ୍ୟ; ୫ ବର୍ଷରେ ହେମନ୍ତଙ୍କ ବୟସ ବଢ଼ିଛି ୭ ବର୍ଷ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବାରହେତ ଆସନରୁ ନାମାଙ୍କନ ଦାଖଲ କରିଥିବା ବେଳେ ତାଙ୍କ ସତ୍ୟପାଠରୁ ମିଳିଛି ଚାଞ୍ଚଲ୍ୟକର ତଥ୍ୟ। ଗତ ୫ ବର୍ଷରେ ହେମନ୍ତ ସୋରେନଙ୍କ ବୟସ ବଢ଼ିଛି ୭ ବର୍ଷ।

hemant-soren

ହେମନ୍ତ ସୋରେନ ।

Niharika Rout
  • Published: Friday, 01 November 2024
  • Updated: 01 November 2024, 10:38 AM IST

Sports

Latest News

ଅର୍ଥାତ ୫ ବର୍ଷ ପୂର୍ବେ ତାଙ୍କୁ ୪୨ ବର୍ଷ ହୋଇଥିବା ଉଲ୍ଲେଖ ହୋଇଥିବା ବେଳେ ଏବେ ବୟସ ୪୯ ବର୍ଷ ବୋଲି ସତ୍ୟପାଠରେ ଉଲ୍ଲେଖ ହୋଇଛି। ଏହାକୁ ନେଇ ଆରମ୍ଭ ହୋଇଛି ରାଜନୈତିକ ବିବାଦ ।

ଆସାମ ମୁଖ୍ୟମନ୍ତୀ ତଥା ଝାଡ଼ଖଣ୍ଡ ବିଜେପି ସହ- ପ୍ରଭାରୀ ହିମନ୍ତ ବିଶ୍ୱଶର୍ମା କହିଛନ୍ତି, ଏପରି ଭୁଲ୍‌ ତଥ୍ୟ ଦେବା ସତ୍ତ୍ୱେ ହେମନ୍ତ ସୋରେନଙ୍କ ନାମାଙ୍କନ ରଦ୍ଦ ହେବା ଉଚିତ ନୁହେଁ। କାରଣ ଭୋଟର ଏହାର ଉଚିତ ଜବାବ ଦେବେ ଓ ତାଙ୍କୁ ହରାଇଦେବେ।

Also Read

ବିଜେପି ପ୍ରଦେଶ ଅଧ୍ୟକ୍ଷ ବାବୁଲାଲ ମରାଣ୍ଡି କହିଛନ୍ତି, ହେମନ୍ତ ସୋରେନ ସବୁବେଳେ ତ୍ରୁଟିପୂର୍ଣ୍ଣ ତଥ୍ୟ ସତ୍ୟପାଠରେ ଦାଖଲ କରିଥାନ୍ତି। ଏନେଇ ଆମେ ନିର୍ବାଚନ ଆୟୋଗଙ୍କ ଦ୍ୱାରସ୍ଥ ହେବା ସହ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛୁ।

ଏହାର ଜବାବରେ ଜେଏମ୍‌ଏମ୍‌ ନେତା ମନୋଜ ପାଣ୍ଡେ କହିଛନ୍ତି, ଜେଏମଏମ୍ କିଛି ଲୁଚାଏ ନାହିଁ। ଆମେ ସବୁ ଦସ୍ତାବିଜ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ କରିଛୁ। ସେତେବେଳେ ନିର୍ବାଚନ ଅଧିକାରୀ ଚୁପ୍‌ ବସିଥିବା ବେଳେ ଏବେ ବିଜେପି ନିଜେ ହାରୁଥିବା ଜାଣି ଷଡଯନ୍ତ୍ର କରିଛି। ବିଜେପିର ବହୁ ନେତା ଫର୍ଜି ଡିଗ୍ରୀ ଦାଖଲ କରିଥିବା ଆମେ ଜାଣିଛୁ। କିନ୍ତୁ ଆମେ ଏପରି କୌଣସି ବି ଫର୍ଜି ଦସ୍ତାବିଜ ଦାଖଲ କରୁନା ବୋଲି ସେ କହିଛନ୍ତି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story