ବଜେଟ୍‌କୁ ବିରୋଧ, ନୀତି ଆୟୋଗ ବୈଠକକୁ ଯିବେନି ୪ ମୁଖ୍ୟମନ୍ତ୍ରୀ

ବଜେଟ୍‌କୁ ବିରୋଧ କରି ଇଣ୍ଡିଆ ବ୍ଲକର ସାଂସଦମାନେ ଆଜି ସଂସଦ ଭବନ ପରିସରରେ ବିରୋଧ ପ୍ରଦର୍ଶନ କରିବେ।

India Bloc

ଇଣ୍ଟି ମେଣ୍ଟର ସମସ୍ତ ସଦସ୍ୟ

Madhupriya Mistry
  • Published: Wednesday, 24 July 2024
  • Updated: 24 July 2024, 09:11 AM IST

ସାଂସଦରେ ଉପସ୍ଥାପନ ହୋଇସାରିଛି ସାଧାରଣ ବଜେଟ। ତେବେ ଏହି ବଜେଟ୍‌କୁ ନେଇ ବିରୋଧୀ ଅସନ୍ତୋଷ ଅଛନ୍ତି। ଏହାକୁ ବିରୋଧ କରି ଇଣ୍ଡିଆ ବ୍ଲକର ସାଂସଦମାନେ ଆଜି ସଂସଦ ଭବନ ପରିସରରେ ବିରୋଧ ପ୍ରଦର୍ଶନ କରିବେ। ଏଥିସହ ନୀତି ଅୟୋଗ ବୈଠକକୁ ବହିସ୍କାର କରିବାକୁ ସେମାନେ ଘୋଷଣା କରିଛନ୍ତି।

ସାଧାରଣ ବଜେଟ୍‌ରେ ଅଣ ବିଜେପି ଶାସିତ ରାଜ୍ୟଗୁଡ଼ିକୁ ଅଣଦେଖା କରାଯାଇଥିବାରୁ ରାଗି ଯାଇ ଇଣ୍ଡିଆ ମିଳିତ ମଞ୍ଚର ଦଳଗୁଡିକ ନୀତି ଆୟୋଗ ବୈଠକକୁ ବହିଷ୍କାର କରିବାକୁ ଘୋଷଣା କରିଛି। ଅତିକମ୍‌ରେ ଚାରୋଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ବୈଠକକୁ ଯିବେନି। ସେଥିମଧ୍ୟରୁ କଂଗ୍ରେସ ଶାସିତ ରାଜ୍ୟର ତିନିଜଣ ମୁଖ୍ୟମନ୍ତ୍ରୀ ଅଛନ୍ତି।

Also Read

କହିରଖୁ ଯେ, ଇଣ୍ଡିଆ ମେଣ୍ଟର ପ୍ରମୁଖ ସହଯୋଗୀ ଡିଏମ୍‌କେ ସୁପ୍ରିମୋ ତଥା ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌କେ ଷ୍ଟାଲିନ୍‌ ରାଜ୍ୟ ପ୍ରତି ହୋଇଥିବା ଅନ୍ୟାୟ ବିରୋଧରେ ପୂର୍ବରୁ ହିଁ ନୀତି ଆୟୋଗ ବୈଠକକୁ ବହିସ୍କାର ଘୋଷଣା କରିସାରିଛନ୍ତି।

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଇଣ୍ଡିଆ ମେଣ୍ଟର ନେତାଙ୍କ ବୈଠକ ବସିଥିଲା। ଏହି ବୈଠକରେ ବଜେଟ ଉପରେ ଚର୍ଚ୍ଚା ହୋଇଥିଲା। ଅଣ ବିଜେପି ଶାସିତ ରାଜ୍ୟ ପ୍ରତି ଭେଦଭାବ କରାଯାଥିବା ନେଇ ବିରୋଧୀ ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିସହ ଇଣ୍ଡିଆ ମେଣ୍ଟର ସମସ୍ତ ମୁଖ୍ୟମନ୍ତ୍ରୀ ମଧ୍ୟ ନୀତି ଆୟୋଗ ବୈଠକକୁ ବହିସ୍କାର କରିବାକୁ ଘୋଷଣା କରିଥିଲେ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story