Advertisment

ଭୂକମ୍ପ ଝଟକାରେ ଥରିଲା ଝାଡ଼ଖଣ୍ଡ

ଭୂକମ୍ପ ଝଟକାରେ ଥରିଲା ଝାଡ଼ଖଣ୍ଡ । ଆଜି ଶକାଳେ ଝାଡ଼ଖଣ୍ଡରେ ଅନୁଭୂତ ହୋଇଛି ଭୂମିକମ୍ପ ଝଟକା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୩ ରେକର୍ଡ କରାଯାଇଛି।

ଅଦ୍ୟତନ ହୋଇଛି
EarthQuake

EarthQuake

Advertisment

ଭୂକମ୍ପ ଝଟକାରେ ଥରିଲା ଝାଡ଼ଖଣ୍ଡ । ଆଜି ଶକାଳେ ଝାଡ଼ଖଣ୍ଡରେ ଅନୁଭୂତ ହୋଇଛି ଭୂମିକମ୍ପ ଝଟକା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୩ ରେକର୍ଡ କରାଯାଇଛି।

Advertisment

ଆଜି ସକାଳ ପ୍ରାୟ ୯ଟା ୨୦ରେ ପ୍ରଥମେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା। ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚି ଓ ଜମସେଦପୁରରେ ଏହି ଝଟକା ଅନୁଭୂତ ହୋଇଛି । ଏହାର ଝଟକା ପ୍ରାୟ ୫ ସେକେଣ୍ଡ ପର୍ଯ୍ୟନ୍ତ ଅନୁଭୂତ ହୋଇଥିଲା।

ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବା ନେଇ ସୂଚନା ମିଳିନି। ଏହି ଭୂମିକମ୍ପର କେନ୍ଦ୍ର ସ୍ଥଳ ଝାଡ଼ଖଣ୍ଡର ଖରସାବାଁ ଜିଲ୍ଲାରୁ ୧୩ କିମି ଦୂରରେ ଥିବା ଜଣାଯାଇଛି।

Advertisment

ରାଞ୍ଚି ଓ ଜମସେଦପୁରର ଆଖପାଖ ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିଯୋଗୁ ଲୋକେ ଭୟଭୀତ ହୋଇପଡିଥିବା ବେଳେ  ଘରୁ ବାହାରକୁ ଚାଲି ଆସିଥିଲେ। ତେବେ ଏହି ଭୂକମ୍ପରେ କୌଣସି ଧନଜୀବନ ହାନୀ ହୋଇ ନ ଥିବା ଜଣାନାହିଁ।

Earthquake Jharkhand
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe