ଘୃଣା ସୃଷ୍ଟିକାରୀ ବୟାନ ପାଇଁ ବିଜେପି ନେତାଙ୍କ ନାଁରେ ମାମଲା

ବିଜେପି ପକ୍ଷରୁ ଜର୍ଜଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାକୁ ବିରୋଧ କରାଯାଇଛି। ଏହାକୁ କ୍ଷମତାସୀନ ଏଲଡିଏଫ ସରକାରଙ୍କର ଗୋଟିଏ ରାଜନୀତିକ ଷଡ଼ଯନ୍ତ୍ର ବୋଲି ଦଳ ପକ୍ଷରୁ କୁହାଯାଇଛି।

Kerala

ବିଜେପି ନେତା ଜର୍ଜ (ଫାଇଲ ଫଟୋ)

Hemant Lenka
  • Published: Saturday, 11 January 2025
  • Updated: 11 January 2025, 03:46 PM IST

Sports

Latest News

ଘୃଣା ସୃଷ୍ଟିକାରୀ ବୟାନ ଦେଇଥିବା ଅଭିଯୋଗରେ ଫସିଛନ୍ତି ଜଣେ ବିଜେପି ନେତା। କେରଳ ବିଜେପି ନେତା ପିସି ଜର୍ଜଙ୍କ ନାଁରେ ଏଥିପାଇଁ ରୁଜୁ ହୋଇଛି ମାମଲା। ଜର୍ଜ ଦେଇଥିବା ବୟାନ ଦୁଇ ଧର୍ମର ଲୋକଙ୍କ ମଧ୍ୟରେ ଭେଦଭାବ ସୃଷ୍ଟି କରିବାର ଆଶଙ୍କା ଥିବା କହି ପୁଲିସ୍‌ ମାମଲା କରିଛି।

ଜର୍ଜ ନିକଟରେ ଗୋଟିଏ ଟିଭି ବିତର୍କରେ ଭାଗ ନେଇଥିଲେ। ଏହି ସମୟରେ ସେ ଗୋଟିଏ ସଂଖ୍ୟାଲଘୁ ସଂପ୍ରଦାୟକୁ ଟାର୍ଗେଟ କରିଥିଲେ। ଏହି ବୟାନ ଶୁଣିବା ପରେ ମୁସଲିମ ୟୁଥ ଲିଗ ମ୍ୟୁନିସପାଲ କମିଟି ଇରାଟ୍ଟୁପେଟ୍ଟା ପୁଲିସ୍‌ରେ ଅଭିଯୋଗ କରିଥିଲା। ଉକ୍ତ ଅଭିଯୋଗକୁ ଆଧାର କରି ବିଜେପି ଏହି ବରିଷ୍ଠ ନେତାଙ୍କ ନାଁରେ ଶୁକ୍ରବାର ପୁଲିସ୍‌ ମାମଲା କରିଛି।

Also Read

ଅନ୍ୟପକ୍ଷରେ ବିଜେପି ପକ୍ଷରୁ ଜର୍ଜଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାକୁ ବିରୋଧ କରାଯାଇଛି। ଏହାକୁ କ୍ଷମତାସୀନ ଏଲଡିଏଫ ସରକାରଙ୍କର ଗୋଟିଏ ରାଜନୀତିକ ଷଡ଼ଯନ୍ତ୍ର ବୋଲି ଦଳ ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story