ଲେଡି ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ-ହତ୍ୟା ମାମଲା; ଆଜି ଏସୟୁସିଆଇର ୧୨ ଘଣ୍ଟିଆ ବନ୍ଦ ଡାକରା

କୋଲକାତାରେ ଲେଡି ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଏସୟୁସିଆଇ । ସକାଳ ୬ରୁ ସଂଧା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି ।

Strike

ଟେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦରେ କୋଲକତାରେ ଆନ୍ଦୋଳନ ।

Niharika Rout
  • Published: Friday, 16 August 2024
  • Updated: 16 August 2024, 07:53 AM IST

Sports

Latest News

କୋଲକାତାରେ ଲେଡି ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଏସୟୁସିଆଇ । ସକାଳ ୬ରୁ ସଂଧା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି । ଏହି ସମୟରେ ସମସ୍ତ ଏମର୍ଜେନସି ସେବା ଚାଲୁ ରହିବ । ବନ୍ଦ ଯୋଗୁଁ ମେଟ୍ରୋ ଚଳାଚଳ ପ୍ରଭାବିତ ହୋଇଛି।

ବୁଧବାର ରାତିରେ କଲେଜରେ ଭଙ୍ଗାରୁଜା ଘଟଣା ଏବଂ ଡାକ୍ତରଙ୍କୁ ମାଡ ମରା ଘଟଣାକୁ ପ୍ରତିବାଦ କରି ଏହି ବନ୍ଦ ପାଳନ କରାଯାଉଛି। ଏପଟେ ଘଟଣାରେ ଘାଣ୍ଟୁଛି ସିବିଆଇ । ସିବିଆଇ ଟିମ୍‌ RG କର ମେଡିକାଲ କଲେଜକୁ ଯାଇ ପଚରାଉଚରା କରିବା ସହିତ, ଜେରା ପାଇଁ ୫ ଜଣ ଡାକ୍ତରଙ୍କୁ ସମନ କରିଥିବା ସୂଚନା ମିଳିଛି । ପୀଡ଼ିତାଙ୍କ ଘରେ ମଧ୍ୟ ପହଞ୍ଚି ତଦନ୍ତ କରିଛି ସିବିଆଇ ଟିମ୍ ।

ମେଡିକାଲ କଲେଜରେ ଭଙ୍ଗାରୁଜା ଘଟଣାରେ ୧୨ ଜଣଙ୍କୁ ଗିରଫ କରିଛି ପୁଲିସ। ପ୍ରାୟ ୪୦ ରୁ ୫୦ ଜଣ ଲୋକ ଏହି ଭଙ୍ଗାରୁଜାରେ ସାମିଲ ଥିଲେ । ସେମାନେ ଏମର୍ଜେନ୍ସି ୱାର୍ଡ, ନର୍ସିଂ ଷ୍ଟେସନ ଓ ମେଡିସିନ ଷ୍ଟୋରରେ ବ୍ୟାପକ କ୍ଷୟକ୍ଷତି କରିବା ସହ ସିସିଟିଭି କ୍ୟାମେରା ମଧ୍ୟ ଭାଙ୍ଗିଥିଲେ ।

Policeଆରଜି କଲେଜ ସମ୍ମୁଖରେ ପୁଲିସ୍‌ର କଡ଼ା ପହରା ।

Also Read

ସ୍ଥିତି ନିୟନ୍ତ୍ରଣ ପାଇଁ ପୁଲିସକୁ ଲାଠିଚାର୍ଜ ଓ ଲୁହବୁହା ଗ୍ୟାସ ପ୍ରୟୋଗ କରିବାକୁ ପଡ଼ିଥିଲା । କୋଲକାତା ପୁଲିସ ଏହି ଘଟଣାରେ ସଂପୃକ୍ତ କିଛି ଲୋକଙ୍କ ଫଟୋ ମଧ୍ୟ ସୋଶାଲ ମିଡିଆରେ ଜାରି କରିଛି ।

ଏହି ଘଟଣାକୁ ନେଇ ପୁଲିସ କହିଛି, ଭୁଲ୍ କ୍ୟାମ୍ପେନ ଯୋଗୁଁ ଏଭଳି ସ୍ଥିତି ଉପୁଜିଛି। ହିଂସାକାଣ୍ଡ ପରେ ମେଡିକାଲ କଲେଜରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି
କରାଯାଇଥିବାବେଳେ, ବ୍ୟାପକ ଫୋର୍ସ ମୁତୟନ ହୋଇଛନ୍ତି । ଏପଟେ ଲେଡି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ସମସ୍ତ କାଗଜପତ୍ର ସିବିଆଇକୁ ଦିଆଯାଇଛି । ଆମେ ବି ଚାହୁଁଛୁ ଅଭିଯୁକ୍ତକୁ ଫାଶୀ ମିଳୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story