Advertisment

ଅଯୋଧ୍ୟା ଯିବେ ଲାଲକୃଷ୍ଣ ଆଡଭାନୀ

ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ।

author-image
Manoj Swain
ଅଦ୍ୟତନ ହୋଇଛି

ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ । ଗତକାଲି ବିଶ୍ୱ ହିନ୍ଦୁ ପରିଷଦର ଆନ୍ତର୍ଜାତିକ କାର୍ଯ୍ୟକାରୀ ସଭାପତି ଆଲୋକ କୁମାର ଆଡଭାନୀଙ୍କ ବାସଭବନକୁ ଯାଇ ନିମନ୍ତ୍ରଣ ପତ୍ର ଦେଇଥିବା ବେଳେ ଏଥିନିମନ୍ତେ ସେ ସମ୍ମତି ଜଣାଇଛନ୍ତି।

Advertisment
Ayodhya Ram Mandir L. K. Advani