Advertisment

ଆସନ୍ତାକାଲି ଘୋଷଣା ହେବ ନିର୍ବାଚନ ତାରିଖ

ଲୋକସଭା ଓ କିଛି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ। ଏନେଇ ଅପରାହ୍ନ ୩ଟାରେ ନିର୍ବାଚନ କମିଶନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯିବ।

Advertisment

ଆସନ୍ତାକାଲି ପ୍ରକାଶ ପାଇବ ନିର୍ବାଚନ ତାରିଖ। ଲୋକସଭା ଓ କିଛି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ। ଏନେଇ ଅପରାହ୍ନ ୩ଟାରେ ନିର୍ବାଚନ କମିଶନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯିବ। ଏହି ସମୟରେ ମୁଖ୍ୟ ନିର୍ବାଚନ କମିଶନ ଇଲେକ୍ସନ ତାରିଖ ଘୋଷଣା କରିବେ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Eci 2024 General Election Election
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe